Odia News Portal

ମାଛ ଜାଲରେ ପଡିଲା କୁମ୍ଭୀର

ମାଲକାନଗିରି: ମାଛ ଜାଲରେ ପଡିଲା ବିରାଟକାୟ କୁମ୍ଭୀର । । ମାଲକାନଗିରି ଜିଲ୍ଲା ସଦାଶିବପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଏକ ଦୃଶ୍ୟ । ଗାଁ ପୋଖରୀରେ ଗ୍ରାମବାସୀ ମାଛ ଧରୁଥିବା ସମୟରେ ମାଛ ଜାଲରେ ମାଛ ବଦଳରେ ପଡ଼ିଥିଲା ବିରାଟ କାୟ କୁମ୍ଭୀର । ମାଛ ଧରାଳି ବିରାଟକାୟ ମାଛ ଭାବି

ବନ୍ଦହେଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର: ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ବନ୍ଦ ହେଲା ମାର୍କେଟ ବିଲ୍ଡିଂ । ଉଠା ଦୋକାନୀଙ୍କୁ ଉଠାଇବା ଦାବିରେ ମାର୍କେଟ ବିଲ୍ଡିଂଙ୍କୁ ବନ୍ଦ କରାଯାଇଛି । ଜଣେ ଉଠାଦୋକାନୀ ମାର୍କେଟ୍ ବିଲ୍ଡିଂରେ ଥିବା ଆଉ ଜଣେ ଦୋକାନୀଙ୍କୁ ଧମକ ଦେଇଥିଲେ । ଯାହା ଫଳରେ ମାର୍କେଟ ବିଲ୍ଡିଂ ପରିସରରେ

ଭାରତ ଆଫଗାନିସ୍ଥାନ କୁ ପଠାଇଲା ୫ ଲକ୍ଷ କୋଭାକ୍ସିନ

ଦେଶରେ କୋଭିଡ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ପୁଣି କୋଭିଡର ନୂଆ ଭାରିଏଣ୍ଟ ଓମିକ୍ରନ ଆସିବା ପରେ ଏହା ଏତେ ମାତ୍ରାରେ ମାରାତ୍ମକ ନହେଲେ ମଧ୍ୟ ଏହାର ଲକ୍ଷଣ ଜଣା ପଡୁନଥିବାରୁ ଏହା ଅଧିକ ମାତ୍ରାରେ ବ୍ୟାପିବାକୁ ଲାଗିଛି । ଗୋଟେ ଦିନରେ ପ୍ରାୟ ୩୬ ପ୍ରତିଶତ କୋଭିଡ କେସ୍ ସାମ୍ନାକୁ

ଓମିକ୍ରନ ପାଇଁ ଲୋକଙ୍କୁ ସଚେତନ ଓ ମାସ୍କ ବଣ୍ଟନ

ଭୁବନେଶ୍ୱର : ହୁ ହୁ ହୋଇ ବଢୁଛି ଓମିକ୍ରନ । ଏହାକୁ ଦୃଷ୍ଟିରେ ରଖି ଆଜି ମାଉସୀମା' ଛକରେ ମା' ଗଜଲକ୍ଷ୍ମୀ ପୂଜା କମିଟି ଏବଂ ଟ୍ରଷ୍ଟ ପକ୍ଷରୁ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲେକଙ୍କୁ ସଚେତନ କରିବା ସହ ମାସ୍କ ବଣ୍ଟନ କରାଯାଇଛି । ଏହି

ସୁମିତ ତପସ୍ୱିନୀ ଙ୍କ ବିବାଦର ଅନ୍ତ

ବହୁଚର୍ଚ୍ଚିତ ସୁମିତ୍ ଓ ତପସ୍ୱିନୀ ବୈବାହିକ ଜୀବନରେ ବିବାଦ ମାମଲାରେ ରାୟ ଶୁଣାଇଛନ୍ତି ଛତ୍ରପୁର ଜିଲ୍ଲା କୋର୍ଟ । ସ୍ୱାମୀ ସୁମିତଙ୍କ ବ୍ରହ୍ମାନଗର ସ୍ଥିତ ଘରେ ରହିବେ ଡିମ୍ପଲ୍ । ମାସିକ ଡିମ୍ପଲଙ୍କୁ ୧୭ ହଜାର ଟଙ୍କା ଦେବେ ସ୍ୱାମୀ ସୁମିତ୍ । ଏନେଇ ଡିମ୍ପଲଙ୍କ ଓକିଲ ପ୍ରଦୀପ ବେହେରା

ନାଇଜରରେ ୩୧ ପଜିଟିଭ୍

ଖୋର୍ଦ୍ଧା ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସ ଏଜୁକେସନ ଆଣ୍ଡ ରିସର୍ଚ୍ଚରୁ ୩୧ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଚିହ୍ନଟ ୩୧ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲରେ ଆଇସୋଲେସନରେ ରଖାଯାଇଛି । ଖୋର୍ଦ୍ଧା ଜିଲ୍ଲା

ଆଜି ଓଡିଶାରେ ୬୮୦ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୧ ପ୍ରତିଶତ ଉପରେ ସଂକ୍ରମଣ । ୨୪ ଘଣ୍ଟାରେ ୬୮୦ କରୋନା ପଜିଟିଭ୍ ଚିହ୍ନଟ । ଆଜି ପଜିଟିଭ୍ ରେଟ୍ ରହିଛି ୧.୩୧ ପ୍ରତିଶତ । ଯାହାକି ଗତକାଲି ଥିଲା ୦.୭୭ ପ୍ରତିଶତ । ଗତ ୨୪ ଘଣ୍ଟାରେ ୫୧ ହଜାର ୭୪୫ ଟେଷ୍ଟିଂ ହୋଇଛି । ଯାହା ଗତକାଲିଠାରୁ ୩ ହଜାର ୪୮ କମ୍ । ଗତକାଲି ୫୪ହଜାର ୭୯୩

ଓଡିଶାରେ ବୁଲୁଛି ଚାଇନା ପାରା

ରାଉରକେଲା: ରାଉରକେଲା କାଂଶବାହାଲରେ ଗତ ୨ ତାରିଖ ଅପରାହ୍ନରେ ଏକ ପାରା ଉଦ୍ଧାର ହୋଇଛି। ଏହି ପାରାର ଆକାର ସାଧାରଣ ପାରାଠାରୁ ସାମାନ୍ୟ ବଡ଼। ତେବେ ଏହି ପାରା ଗୋଡ଼ରେ ଚୀନ ଭାଷାରେ ଲିଖିତ ଏକ ଟ୍ୟାଗ୍ ରହିଛି। ଟ୍ୟାଗ୍ ଭିତରେ ପାରା ଗୋଡ଼ରେ ଲାଗିଛି ଅଜଣା ଯନ୍ତ୍ର। ଉକ୍ତ ଟ୍ୟାଗ୍ ରେ

ଡିସିପି ଅଫିସ ସିଲ କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ବାଣୀବିହାର ସ୍ଥିତ ଡିସିପି ଅଫିସକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି । ଦକ୍ଷିଣ ପୂର୍ବ ଜୋନ୍ ଜେଡିସି ମହେନ୍ଦ୍ର ବଢେଇ ଡିସିପି ଅଫିସ୍କୁ ସିଲ୍ କରିଛନ୍ତି । ଡିସିପି ଅଫିସରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ସଂକ୍ରମଣ ରୋକିବା ଲାଗି ପଦକ୍ଷେପ

ଆଜି ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ରାଜ୍ୟରେ ବଢ଼ିବାରେ ଲାଗିଛି କୋଭିଡ ସଂକ୍ରମଣ ମାମଲା । କୋଭିଡ୍ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ସ୍ଥିତିର ମୁକାବିଲା ପାଇଁ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ଣ ୫ଟାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ବସିବ ବୈଠକ ।