ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି।
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ!-->!-->!-->…
