ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ଭେଟିବେ ଜାତିସଂଘ ମହାସଚିବ, ୨୬ରେ ମସ୍କୋ ଯିବେ
ଯୁଦ୍ଧ ଭିତରେ ବଡ଼ ଖବର । ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ଭେଟିବେ ଜାତିସଂଘ ମହାସଚିବ । ମଙ୍ଗଳବାର ମସ୍କୋ ଯିବେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍ । ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ୨୬ ତାରିଖରେ ସେ ମସ୍କୋ ଯିବେ । ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ଭେଟି ୟୁକ୍ରେନ-ରୁଷ ଯୁଦ୍ଧ ସମ୍ପର୍କରେ!-->…
