Odia News Portal

ମାହାଙ୍ଗା ଗଣହତ୍ୟା ମାମଲାର ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ମାହାଙ୍ଗା ଗଣହତ୍ୟା ମାମଲାର ଆସିଲା ବ୍ୟବଚ୍ଛେଦ ରିପୋର୍ଟ । ରିପୋର୍ଟ ଅନୁସାରେ, ଦେହର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ସହ ବିଭିନ୍ନ ସ୍ଥାନରେ ରହିଛି କ୍ଷତ ଚିହ୍ନ । ହତ୍ୟାକାଣ୍ଡରେ ଧାରୁଆ ଅସ୍ତ୍ର ବ୍ୟବହାର ହୋଇଥିବା କ୍ଷତ ଚିହ୍ନରୁ ସ୍ପଷ୍ଟ ହୋଇଛି । ହତ୍ୟାକାଣ୍ଡବେଳେ ସମସ୍ତେ ପ୍ରତିରୋଧ କରିଥିଲେ…

ରାଜ୍ୟ ସରକାରଙ୍କ ନିଷ୍ପତି,ଉପକୃତ ହେବେ ୭.୫୦ଲକ୍ଷ କେନ୍ଦୁପତ୍ର ତୋଳାଳୀ

ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର  ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ  ଅଞ୍ଚଳରେ କେନ୍ଦୁପତ୍ର ସଂଗ୍ରହ…

ଜାତୀୟ ପଞ୍ଚାୟତ ପୁରସ୍କାର: ଗଞ୍ଜାମ ଜିଲ୍ଲାକୁ ୬ଟି ପୁରସ୍କାର

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୨ରେ ବିଭିନ୍ନ ବର୍ଗରେ ଗଞ୍ଜାମ ଜିଲ୍ଲାକୁ ୬ଟି ପୁରସ୍କାର ମିଳିଛି । ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକ ଓ ୪ଟି ପଞ୍ଚାୟତ ପୁରସ୍କୃତ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରରେ ସଶକ୍ତିକରଣ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲାର…

ମାଟ୍ରିକ ପରୀକ୍ଷା ପାଇଁ ଆଜିଠାରୁ ମିଳିବ ଆଡମିଟ କାର୍ଡ

ଆଜିଠୁ ମିଳିବ ମାଟ୍ରିକ୍‌ ପରୀକ୍ଷା ଆଡମିଟ କାର୍ଡ। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମେଟିଭ୍‌ ଆସେସମେଣ୍ଟ-୨ ପରୀକ୍ଷା ପାଇଁ ଆଡମିଟ କାର୍ଡ ବୋର୍ଡ ୱେବସାଇଟ୍‌ରେ ଉପଲବ୍ଧ ହେବ। ସେହିପରି ମଧ୍ୟମା ଓ SOSC- ୨୦୨୨ ପାଇଁ ମଧ୍ୟ ଆଡମିଟ୍‌ କାର୍ଡ ମିଳିବ। ପୂର୍ବାହ୍ନ…

ବଢିଲା ଓମଫେଡ୍ କ୍ଷୀର ଦର

ମହଙ୍ଗା ମାଡ଼ରେ ମଧ୍ୟବିତ୍ତର ମେରୁହାଡ଼ ବଙ୍କା । ସବୁ ଅତ୍ୟାବଶ୍ୟକ ସାମଗ୍ରୀର  ଦର ବଢିବା ପରେ ଏବେ ଓମ୍‌ଫେଡ୍ କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇବ। ଏପ୍ରିଲ୍‌ ୨୧ ତାରିଖରୁ ନୂଆ ଦର ଲାଗୁ ହେବ। ଶେଷ ଥର ପାଇଁ ୨୦୨୦ରେ ଓମ୍‌ଫେଡ୍‌ କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି…

୮୩ ବର୍ଷ ବୟସରେ ଆଖି ବୁଜିଲେ ପ୍ରଫୁଲ୍ଲ କର

ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର ବିୟୋଗ । ୮୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱରରେ ଥିବା ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଓଡ଼ିଶା ସଙ୍ଗୀତ…

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ

ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି…

ନନ୍ଦନକାନନରେ ଆଖି ବୁଜିଲା ମାଇ ସିଂହୀ ଶ୍ୟାମା

ନନ୍ଦନକାନନରେ ମାଇ ସିଂହୀ ଶ୍ୟାମାର ଆଜି ମୃତ୍ଯୁ ହୋଇଛି। ଏହାର ମୃତ୍ଯୁ ପରେ ଏମାନଙ୍କ ସଂଖ୍ୟା ୧୬କୁ ହ୍ରାସ ପାଇଛି। ଗତ ତିନି ବର୍ଷ ହେଲା ସିଂହୀ ଶ୍ୟାମା ଅସୁସ୍ଥ ଥିଲା । ତାର କାନ ପାଖରେ ଏକ ଟ୍ୟୁମର ହୋଇଥିଲା ତାକୁ ଅପରେସନ କରାଯାଇଥିଲା । ଏହା ପରେ ତାର ମଳଦ୍ବାର ନିକଟରେ ଏକ ଟ୍ୟୁମର ହୋଇ…

ମାନସ ସ୍ବାଇଁ ହତ୍ୟା ମାମଲା, ଜେଲ୍‌ରେ ଅଭିଯୁକ୍ତଙ୍କୁ ହେବ ଜେରା

କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଆଜି କ୍ରାଇମବ୍ରାଞ୍ଚ ଟିମ୍ ଭଦ୍ରକ ଉପକାରାଗାରରେ ଭାଗ୍ୟଧର ଓ ବିବେକକୁ ପଚରାଉଚରା କର। ଏଥିପାଇଁ ଚାନ୍ଦବାଲି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସେହିପରି କ୍ରାଇମବ୍ରାଞ୍ଚର ତଦନ୍ତକାରୀ ଅଧିକାରୀ କଳ୍ପନା ସାହୁଙ୍କ ନେତୃତ୍ୱରେ ଜେଲକୁ ଯିବ…

ଗଣଦୁଷ୍କର୍ମ ଅଭିଯୁକ୍ତକୁ ୨୦ବର୍ଷ ଜେଲ ଦଣ୍ଡ

ପାଟପୁର ଗାଁରେ ଗଣ ଦୁଷ୍କର୍ମ ମାମଲା, ମୁଖ୍ୟ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ଯାଜପୁର ରୋଡ କୋର୍ଟର ଅତିରିକ୍ତ ଜିଲ୍ଲା ଓ ଦୌରା ଜର୍ଜ । ଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଓ ୫୦ ହଜାର ଟଙ୍କା ଜୋରିମାନା । ସୁକିନ୍ଦା ଥାନା ପାଟପୁର ଅଞ୍ଚଳରେ ଗତ ୨୦୧୯…