ଦିଲ୍ଲୀକୁ ଫେରୁଛି କୋଭିଡ ବିପଦ
ପୁଣି ଲାଗୁ ହୋଇପାରେ କରୋନା କଟକଣା । କୋଭିଡ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ କଟକଣା ଲାଗୁ କରିବା ଲାଗି ଚିନ୍ତା କରୁଛନ୍ତି କର୍ତ୍ତୃପକ୍ଷ । ଏନେଇ ଆସନ୍ତା ଏପ୍ରିଲ ୨୦ରେ ବୈଠକ ଡ଼ିକିଛି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବା ଡିଡିଏମଏ । ଏହି ବୈଠକରେ ମାସ୍କକୁ!-->…
