ବାଂଲାଦେଶରେ କଲେଜ୍ ଉପରେ ଖସିଲା ବିମାନ: ଜଣେ ମୃତ, ଏକାଧିକ ଆହତ
ଜଳିଗଲା ଆଉ ଏକ ବିମାନ। ଭାରତରେ ନୁହେଁ ବଂଲାଦେଶରେ ଘଟିଛି ଏହି ଘଟଣା। ଆଜି ଦିନ ପ୍ରାୟ ୧:୩୦ (ଭାରତୀୟ ସମୟ ୧:୦୦) ସମୟରେ ବଂଲାଦେଶର ରାଜଧାନୀ ଢାକାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢ଼ାକାର ଉତ୍ତରାରେ ଥିବା ଦିଆବାରି ଅଞ୍ଚଳରେ ବାଂଲାଦେଶ ବାୟୁସେନାର ଏକ ଏଫ୍-୭ ତାଲିମ ପ୍ରଦାନକାରୀ!-->…
