୧୬ରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା
ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟର ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବା ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୁଖତଃ ଶୁଖିଲା ପାଗ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା!-->…
