ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଖାରଜ
ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । ଜାମିନ ଖାରଜ କରିଛନ୍ତି ବାଣପୁର ଆସିଷ୍ଟାଣ୍ଟ ସେସସ୍ ଜଜ୍ । ଲୋକ ଓ ପୋଲିସଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଜାମିନ୍ ଆବେଦନ ଖାରଜ ହୋଇଥିବା ଜଣାପଡିଛି । ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ!-->…
