Odia News Portal

ବିଜେପୁରରେ ବିଜେଡିର ବାଜିମାତ୍‌

ବରଗଡ଼ ଜିଲା ବିଜେପୁରରେ ବିଜେଡି ବାଜିମାତ କରିଛି। ଦଳୀୟ ଅଧ୍ୟକ୍ଷା ପ୍ରାର୍ଥିନୀ ସୀତା ବାରିକ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମାବତୀ ଦେହେରୀଙ୍କୁ ୬୪୧ ଖଣ୍ଡ ଭୋଟ ବ୍ୟବଧାନରେ ହରାଇଛନ୍ତି। ସୀତାଙ୍କୁ ୩୮୧୬ ଭୋଟ ମିଳିଥିବା ବେଳେ ପଦ୍ମାବତୀ ୩୧୭୫ ଖଣ୍ଡ ଭୋଟ…

ଯାଜପୁର, ବୌଦ୍ଧରେ ପୌରାଧ୍ୟକ୍ଷ ପଦ ହାତେଇବ ବିଜେଡି

ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲଟି, ନିଗମ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ ଏନ୍ଏସି ଅଧ୍ୟକ୍ଷ ପଦ ହାତେଇ ନେଇଛି ବିଜେଡି।ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ ହୋଇଥିବା ବେଳେ ବୌଦ୍ଧରେ ବିଜୟୀ ହୋଇଛନ୍ତି ବିଜେଡିର…

ବିଏମ୍‌ସି ଫାଇଟ୍‌, ଟ୍ରେଣ୍ଡରେ ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ ଆଗୁଆ

ଭୁବନେଶ୍ୱର ମହାନଗର ନିଗମ ପାଇଁ ଆରମ୍ଭ ହେଲା ଭୋଟ ଗଣତି । ରାଜ୍ୟବ୍ୟାପୀ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଭୁବନେଶ୍ୱରରେ ବିଳମ୍ବରେ ଆରମ୍ଭ ହୋଇଛି । ଭୁବନେଶ୍ୱର ମହାନଗର ନିଗମର ଭୋଟ ଗଣତିରେ ବିଜେଡ଼ି ଆଗୁଆ ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ଭୋଟ ଗଣତି ବିଜେଡି ପ୍ରାର୍ଥୀ…

୨୯ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୯ ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ୩ଦିନିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ଏହି ଗସ୍ତ ସମୟରେ ସେ ଓଡ଼ିଶା ଭବନରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟ…

ଆରମ୍ଭ ହେଲା ଭୋଟ୍ ଗଣତି

ଆରମ୍ଭ ହେଲା ଭୋଟ ଗଣତି । ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲଟ୍ ଗଣତି ପରେ ଖୋଲିବ ଇଭିଏମ । ରାଜ୍ୟର ୫୮ଟି ଏନଏସି, ୪୭ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ଭୋଟ ଗଣତି ଆରମ୍ଭ ହୋଇଛି । ଭଦ୍ରକ ଜିଲ୍ଲାର ନବଗଠିତ ଧାମନଗର ଏନଏସିରେ ଭୋଟ ଗଣତି ହେବ ନାହିଁ ।…

ଇମ୍ରାନ ଖାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ମାର୍ଚ୍ଚ ୨୮ ଯାଏଁ ସ୍ଥଗିତ

ଜାତୀୟ ସଂସଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସରକାର ବିରୋଧରେ ବିରୋଧୀଙ୍କ ଦ୍ବାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନାକୁ ସ୍ଥଗିତ ରଖାଯାଇଛି। ଏହା ଉପରେ ଏବେ ୨୮ ମାର୍ଚ୍ଚରେ ଆଲୋଚନା ହେବ | ଜଣେ ସାଂସଦଙ୍କ ମୃତ୍ୟୁ ଯୋଗୁଁ ସଂସଦ ଅଧିବେଶନକୁ ସ୍ଥଗିତ ରଖାଯାଇଛି । ତେବେ…

ମାରିଉପୋଲ ଥିଏଟର ଉପରେ ରୁଷ ବୋମାମାଡ଼ରେ ୩୦୦ ଲୋକଙ୍କ ମୃତ୍ୟୁ ଆଶଙ୍କା

ଗତ ସପ୍ତାହରେ ୟୁକ୍ରେନର ଏକ ଥିଏଟର ଉପରେ ରୁଷର ଆକ୍ରମଣରେ ପ୍ରାୟ ୩୦୦ ଲୋକଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଏହି ଥିଏଟରରେ ଶହ ଶହ ଲୋକ ଆଶ୍ରୟ ନେଇଥିଲେ | ଶୁକ୍ରବାର ଦିନ ବନ୍ଦର ସହର ମାରିଉପୋଲରେ ୟୁକ୍ରେନ ଅଧିକାରୀ ଏହି ସୂଚନା ଦେଇଛନ୍ତି । ମାରିଉପୋଲ ସିଟି ହଲ୍ ଟେଲିଗ୍ରାମରେ…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ବଡ଼ ନିଷ୍ପତ୍ତି

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମାନ୍ ପଞ୍ଜାବରେ ‘ଏକ ବିଧାୟକ, ଏକ ପେନସନ୍’ ନୀତି ଲାଗୁ କରିବାକୁ ଘୋଷଣା କରିଛନ୍ତି । ଏହା ଅଧୀନରେ ବିଧାୟକଙ୍କ ପେନ୍‌ସନ୍‌ ନିୟମରେ ପରିବର୍ତ୍ତନ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ପଞ୍ଜାବରେ ଜଣେ ବ୍ୟକ୍ତି ଯେତେ ଥର…

ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଯୋଗୀ ଆଦିତ୍ୟନାଥ

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଲଗାତର ଦ୍ବିତୀୟ ଥର କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟିର ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ ଆଜି ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଇକାନା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି।…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଜନ-୧ ର ନିର୍ବାହୀ ଯନ୍ତ୍ରୀ ଆଶିଷ ଦାସ । ମାଲକାନଗିରି ଡି.ସି.ବି ବ୍ୟାଙ୍କରେ ନଗଦ ୧୦ ଲକ୍ଷ ଟଙ୍କା ଜମା କରିବାକୁ ଯାଇଥିବା ସମୟରେ ଦୁର୍ନୀତି ନିବାରଣ ବିଭାଗ ତରଫରୁ ଚଢ଼ାଉ କରାଯାଇ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଦାସଙ୍କୁ ଗିରଫ…