ଓଡିଶାରେ ଆଉ ୨ ଓମିକ୍ରନ ଆକ୍ରନ୍ତ ଚିହ୍ନଟ
ଓଡିଶାରେ ଆଉ ଦୁଇ ଓମିକ୍ରନ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି ।ନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଥିବା ସୂଚନା ରହିଛି । ପୂର୍ବରୁ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଓଡିଶାରେ ବର୍ତ୍ତମାନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି ।!-->…
