ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ଯୋରଦାର ପ୍ରଚାର
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ଯୋରଦାର ପ୍ରଚାର କାର୍ଯ୍ୟକ୍ରମ । ପଞ୍ଚାୟତ ପରୀକ୍ଷା ପାଖେଇ ଆସୁଥିବାରୁ ତତ୍ପର ନେତା ଓ ଜନତା । ଗାଁ ଗାଁରେ ପୋଷ୍ଟର, ବ୍ୟାନର ଛାଇଗଲାଣି । କରୋନା କଟକଣା ଯୋଗୁଁ ସାଧାରଣ ସଭା, ଶୋଭାଯାତ୍ରା ଉପରେ ଅଙ୍କୁଶ ଥିବାରୁ ଡୋର୍ ଟୁ ଡୋର୍!-->…
