୩୧ ରୁ ଆରମ୍ଭ ହେବ ବଜେଟ ଅଧିବେଶନ
୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ତେବେ ଏହି ଅଧିବେଶନ କାଳରେ ଭିନ୍ନ ଭିନ୍ନ ସିଫ୍ଟରେ ଲୋକସଭା ଓ ରାଜ୍ୟସଭା ଚାଲିବ । ପ୍ରତି ସଦନ ୫ ଘଣ୍ଟା ଲେଖାଏଁ ଚାଲିବ । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଛି । ଜାନୁଆରୀ ୩୧ରେ ସଂସଦର ଉଭୟ ଗୃହର ମିଳିତ ଅଧିବେଶନରେ!-->…
