Odia News Portal

ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ଆଜିଠୁ ୨ ଦିନ ଛୁଟି ଘୋଷଣା

ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ସୂଚନାଥାଉକି, ଆସନ୍ତାକାଲି ପୌର ନିର୍ବାଚନ ପାଇଁ ମତଦାନ ହେବ ।…

ବର୍ଷା ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ

ରାଜ୍ୟର ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଏବଂ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି । ତିନି ଜିଲ୍ଲା ହେଉଛି ଅନୁଗୁଳ, ଢେଙ୍କାନାଳ ଏବଂ ବୌଦ୍ଧ । ଏହି ତିନିଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ…

ତୈଳଦର ବୃଦ୍ଧି ପ୍ରସଙ୍ଗରେ ରାଜ୍ୟସଭାରେ ବିରୋଧୀଙ୍କ ହଙ୍ଗାମା

ତୈଳଦର ବୃଦ୍ଧି ପ୍ରସଙ୍ଗରେ ଆଜି ରାଜ୍ୟସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟସଭାକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଆଜି ସାଧାରଣ ଲୋକଙ୍କୁ ଆଜି ଡବଲ୍ ଝଟକା ଲାଗିଛି| ପେଟ୍ରୋଲ ଏବଂ ଡିଜେଲ ସହିତ ଦେଶରେ ଘରୋଇ ଏଲପିଜି ସିଲିଣ୍ଡର…

ଲୋକସଭାରୁ ଇସ୍ତଫା ଦେଲେ ଅଖିଳେଶ ଯାଦବ ଓ ଆଜମ ଖାନ

ସମାଜବାଦୀ ପାର୍ଟି ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ ଲୋକସଭାର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଅଖିଳେଶଙ୍କ ସହ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ ଲୋକସଭାର ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟ ନେତା ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଲଢ଼ିଥିଲେ। ଅଖିଳେଶ ଯାଦବ…

ମାନସ ସ୍ବାଇଁ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାର ଭାଇ ପରମେଶ୍ବରକୁ ଗିରଫକଲା ପୋଲିସ

କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣାରେ ଗୋଟିଏ ପ​‌ରେ ଗୋଟିଏ ଖିଅ ବାହାର କରୁଛି ପୋଲିସ । ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଓ୍ବେବ୍‌ ପୋର୍ଟାଲ ମାଲିକାଣୀ ଶର୍ମିଷ୍ଠା ରାଉତ ଫେରାର ଅଛି । ତେବେ ଚାନ୍ଦବାଲି ପୋଲିସ ଏବେ ତାର ଭାଇ ପରମେଶ୍ବରକୁ ଗିରଫ କରିଥିବା ଜଣାପଡିଛି ।…

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଗିରଫ ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କଲ ବାଣପୁର ପୋଲିସ । ହସ୍ପିଟାଲରୁ ବାହାରିବା ପରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଚିଲିକା ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ କରାଯାଇଥିବା ନେଇ ସୂଚନା ଦେଇଛନ୍ତି…

ହିଜାବ ବିବାଦ:ପରୀକ୍ଷା ଦେଇନଥିବା ଛାତ୍ରଛାତ୍ରୀଙ୍କୁ ଆଉ ମିଳିବନି ସୁଯୋଗ

ହିଜାବକୁ ବିରୋଧ କରି ପରୀକ୍ଷା ଦେଇନଥିବା ଛାତ୍ରୀଙ୍କୁ ପୁଣିଥରେ ପରୀକ୍ଷା ଦେବାକୁ ମିଳିବନି ଅନୁମତି। ସେମାନଙ୍କ ପାଇଁ ପୁଣିରେ ପରୀକ୍ଷା ଆୟୋଜିତ ହେବ ନାହିଁ ବୋଲି ମନା କଲେ ଶିକ୍ଷା ମନ୍ତ୍ରୀ। କର୍ଣ୍ଣାଟକର ପ୍ରାଥମିକ ଏବଂ ମାଧ୍ୟମିକ ଶିକ୍ଷା ମନ୍ତ୍ରୀ ବିସି ନାଗେଶ ଏଭଳି ଘୋଷଣା କରିଛନ୍ତି।…

ଓଲଟିଲା ଯାତ୍ରୀବାହୀ ବସ୍

ଢେଙ୍କାନାଳ ବଣସିଂହ ନିକଟରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଓଲଟି ପଡିବାରୁ ୩୦ରୁ ଅଧିକ ଆହତ ହୋଇଛନ୍ତି । ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରେ ୭ବର୍ଷର ଶିଶୁ ଥିବା ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଢେଙ୍କାନାଳ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।…

ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର । ହାତରେ ଆଉ ମାତ୍ର କିଛି ଘଣ୍ଟାର ସମୟ । ଏହାପରେ କୌଣସି ପ୍ରାର୍ଥୀ, ରାଜନୈତିକ ଦଳ କୌଣସି ପ୍ରକାରର ସଭାସମିତି, ପ୍ରଚାର ଆଦି କରିପାରିବେନି।…

ଭିତରକନିକାରେ ବ୍ୟାଟେରିଚାଳିତ ବୋଟ୍‌ ସେବା ଆରମ୍ଭ

ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବ୍ୟାଟେରିଚାଳିତ ବୋଟ୍‌ ସେବା ଆରମ୍ଭ ହୋଇଛି । ଫାଇବର ପ୍ଲାଷ୍ଟିକ୍‌ରେ (ଏଫ୍‌ଆର୍‌ପି) ପ୍ରସ୍ତୁତ ବୋଟ୍‌ରେ ଇଞ୍ଜିନ୍‌ ଓ ବ୍ୟାଟେରି ସଂଯୋଗ କରାଯାଇ ଏହାକୁ ପର୍ଯ୍ୟଟକଙ୍କ ଲାଗି ଉତ୍ସର୍ଗ କରାଯାଇଛି । ଏହାର ନାଁ ‘ଭାନିକ’ ରଖାଯାଇଛି ।…