Odia News Portal

ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ଘଟଣାରେ ଆଉ ୪ ଅଟକ

ପୁରୀରେ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ଘଟଣାରେ ଆଉ ୪ ଜଣଙ୍କୁ କାବୁ କରିଛି ପୋଲିସ। ସେମାନଙ୍କ ମଧ୍ୟରେ ତିନିଜଣଙ୍କ ନାଁ ଏତଲାରେ ରହିଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ମାନଙ୍କୁ ଫେରାର କରାଇବାରେ ଓ ସେମାନଙ୍କୁ ଆଶ୍ରୟ ଦେଇଥିବା ଅଭିଯୋଗରେ ଅଟକ ରଖାଯାଇଛି । ସେମାନଙ୍କ ମଧ୍ୟରେ…

ମାର୍ଚ୍ଚ ୨୫ରେ ବିଜେଡି ବିଧାୟକ ଦଳ ବୈଠକ

ଆସନ୍ତା ୨୫ ତାରିଖରେ ଶାସକ ବିଜେଡିର ବିଧାୟକ ଦଳ ବୈଠକ ବସିବ । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଯୋଗେ ବୈଠକର ଅଧ୍ୟକ୍ଷତାରେ କରିବାକୁ ଥିବା ବେଳେ ବିଧାୟକମାନେ ବିଧାନସଭାର 54 ନମ୍ବର ପ୍ରକୋଷ୍ଠରେ…

ତେଲ ଦର ସହ ବଢ଼ିଲା ଘରୋଇ ଏଲପିଜି ମୂଲ୍ୟ, ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି

ସାଧାରଣ ଲୋକଙ୍କୁ ଆଜି ଲାଗିଛି ଡବଲ ଝଟକା । ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିବା ସହ ଘରୋଇ ଏଲପିଜି ସିଲିଣ୍ଡର ମଧ୍ୟ ମହଙ୍ଗା ହୋଇଛି | ରାଷ୍ଟ୍ରାୟତ୍ତ ତୈଳ ମାର୍କେଟିଂ କମ୍ପାନୀ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଆଜି ଏଲପିଜି ମୂଲ୍ୟରେ ୫୦ ଟଙ୍କା ବୃଦ୍ଧି କରିଛି। ଏହା ଜନସାଧାରଣଙ୍କ ରୋଷେଇ ଘରର…

ମାନସ ସ୍ୱାଇଁ ହତ୍ୟା ଘଟଣା: ଶର୍ମିଷ୍ଠାଙ୍କ ଆଗୁଆ ଜାମିନ୍‌ ଆବେଦନ ଖାରଜ

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ୍‌ ଆବେଦନ ଖାରଜ। କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ଅପହରଣ ଓ ହତ୍ୟା ପଛର ମାଷ୍ଟର ମାଇଣ୍ଡ ଶର୍ମିଷ୍ଠା ରାଉତ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ କୋର୍ଟ ଖାରଜ କରି ଦେଇଛନ୍ତି। ଚାନ୍ଦବାଲି ଥାନାରେ ମାନସ ସ୍ୱାଇଁଙ୍କ ନିଖୋଜ ନେଇ ପରିବାର…

ସକାଳୁ ସକାଳୁ ଖାଲି ପେଟରେ କରନ୍ତୁ ନାହିଁ ଏହି ୪ କାମ

କେହି କେହି ସକାଳୁ ଖାଲି ପେଟରେ ରହି ନପାରି କିଛି ବି ଖାଉଥିଲା ବେଳେ ଆଉ କେହି କିଛି ବି ଖାଇ ନଥାନ୍ତି । ସକାଳୁ ସକାଳୁ ଖାଲି ପେଟରେ ଯାହା ତାହା କରିବା କଥା ନୁହେ । ଯଦି ଆପଣ ସକାଳୁ ଖାଲି ପେଟରେ ଏହି ୪ କାମ କରୁଛନ୍ତି ତ ଶରୀର ପାଇଁ ହୋଇପାରେ ବଡ ବିପଦ । ଆସନ୍ତୁ ଜାଣିବା ସକାଳେ…

ବିଜେଡି କର୍ପୋରେଟର ପ୍ରାର୍ଥୀଙ୍କୁ ୨ ଲକ୍ଷ ଟଙ୍କା ବଟି ମାଗି ୨ ଗିରଫ

ବିଜେଡି କର୍ପୋରେଟର ପ୍ରାର୍ଥୀଙ୍କୁ ବଟି ମାଗି ୨ ଗିରଫ । ୨ ଲକ୍ଷ ଟଙ୍କା ବଟି ମାଗିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ସୋମନାଥ ହାତୀ ଏବଂ ଲିଟୁନା ସ୍ୱାଇଁ । ଟଙ୍କା ନଦେଲେ ଭୋଟ କରେଇ ଦେବୁନି କହି ଧମକ ଦେଉଥିଲେ ବୋଲି ଅଭିଯୋଗ ହୋଇଛି । ୫୫ନମ୍ବର…

ଦୀର୍ଘ ଦୁଇ ବର୍ଷ ପରେ କାକଟପୁର ମା’ ମଙ୍ଗଳାଙ୍କ ଝାମୁ ଯାତ୍ରା

ଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁଁ କାକଟପୁର ମା ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ବନ୍ଦ ରହିଥିଲା | ତେବେ ଚଳିତ ବର୍ଷ ଝାମୁଯାତ୍ରାର ଆୟୋଜନ କରିବା ପାଇଁ ମଙ୍ଗଳା ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି | ସେଥିପାଇଁ ମଙ୍ଗଳା ମନ୍ଦିର ଟ୍ରଷ୍ଟବୋର୍ଡ ତରଫରୁ କାକଟପୁର…

ଦ୍ୱିତୀୟଥର ପାଇଁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମି

ଉତ୍ତରାଖଣ୍ଡରେ କିଏ ହେବେ ପରିବର୍ତ୍ତୀ ମୁଖ୍ୟମନ୍ତ୍ରୀ ତାହା ଉପରୁ ହଟିଛି ସସପେନ୍ସ । ପୁଣି ଥରେ ପୁଷ୍କର ସିଂ ଧାମି ରାଜ୍ୟର ମୁଖ୍ୟମନ୍ତ୍ରୀ ହେବେ। ବିଜେପି ବିଧାୟକ ଦଳ ବୈଠକରେ ପୁଷ୍କର ସିଂ ଧାମି ସର୍ବସମ୍ମତିରେ ନେତା ନିର୍ବାଚିତ ହୋଇଛନ୍ତି। ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା…

ମାନସ ସ୍ୱାଇଁ ହତ୍ୟା ମାମଲା, କଟକରୁ ଆଉ ଜଣେ ଗିରଫ

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲାର ଆଉ ଜଣେ ଗିରଫ । ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଆଉ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଚାନ୍ଦବାଲି ପୋଲିସ । କଟକରୁ ରଞ୍ଜନ ନାୟକ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ଏହି ମାମଲାରେ ଆଉ ଜଣେ ଯୁବକ ଓ ଦୁଇ ମହିଳା ଅଟକ ଥିବା…

ଚୀନ୍‌ରେ ବିମାନ ଦୁର୍ଘଟଣା

ଚୀନରେ ଯାତ୍ରୀବାହି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ୧୩୩ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବୋଇଂ ୭୩୭ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । କୁନମିଙ୍ଗରୁ ଗୁଆଙ୍ଗଝୁକୁ ଉଡାଣବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ମୃତାହତ ନେଇ ସ୍ପଷ୍ଟ ହୋଇପାରିନାହିଁ । ପାହାଡରେ ବାଜିବାରୁ ଦୁର୍ଘଟଣା…