ଚିତ୍ତରଂଜନ ପଲେଇ ହତ୍ୟା ମାମଲାରେ ତଦନ୍ତ କରିବ କ୍ରାଇମବ୍ର।ଞ୍ଚ
ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ପ୍ରାଇଭେଟ ପିଏସଓ ଚିତ୍ତରଞ୍ଜନ ପଲେଇଙ୍କ ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଏ ନେଇ ପୋଲିସ ଡିଜି ଅଭୟ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ଓଡ଼ିଶା ପୋଲିସ କାର୍ୟ୍ୟାଳୟ ପକ୍ଷରୁ ପ୍ରେସ ରିଲିଜ ଜାରି ହୋଇଛି ।!-->…
