ଭୀମସାରରେ ୭ ଛାତ୍ର କରୋନା ପଜିଟିଭ
ବୁର୍ଲା ଭୀମସାରରେ ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ୨୨ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଆଉ ୭ ଜଣ ଛାତ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି ।
ସଂକ୍ରମଣ ବୃଦ୍ଧି ପାଇବା ପରେ ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷର ଅଫଲାଇନ ପରୀକ୍ଷା ବାତିଲ!-->!-->!-->…
