Odia News Portal

ଓଡ଼ିଆ ଚଳଚ୍ଚିତ୍ର “ପ୍ରେମରେ ରିସ୍କ ହେଲା ମତେ ଇସ୍କ” ର ଅଡିଓ ଲୋକାର୍ପଣ

ୟୁଏସ୍ ମୋସନ୍ ପିକଚର୍ସ ଓ କେ.ମୁରଲୀ କ୍ରିଷ୍ଣା ଫିଲ୍ମ ମିଳିତ ସହଯୋଗ ରେ ନିର୍ମାଣ ନୂଆ ଓଡ଼ିଆ ଚଳଚ୍ଚିତ୍ର " ପ୍ରେମରେ ରିସ୍କ ହେଲା ମତେ ଇସ୍କ " ଅଡିଓ ର ଲୋକାର୍ପଣ । ଏହି ଅଡିଓ ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ରିସର୍ଚ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଛି । ଅଡିଓ ର…

ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ତୀବ୍ର ନିନ୍ଦା କଲା ବିଜେଡି

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ କାର୍ଯ୍ୟକୁ କଡ଼ା ନିନ୍ଦା କରିଛି ବିଜେଡି। ବାଣପୁରରେ ଗାଡ଼ି ଚଢ଼ାଇବା ଘଟଣା ଉପରେ ପ୍ରତିକ୍ରିୟା ରଖି ବିଜେଡିର ରାଜ୍ୟସଭା ସଦସ୍ୟତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର କହିଛନ୍ତି, ଚିଲିକା ବିଧାୟକଙ୍କ କାର୍ଯ୍ୟ ଅତି ବୀଭତ୍ସ ଏବଂ ବର୍ବରୋଚିତ। ଏଭଳି…

ଆଗାମୀ ୨ରୁ ୩ ଦିନ ମଧ୍ୟରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବ

ରାଜ୍ୟରେ ବଢୁଛି ତାତି । ଆଗାମୀ ୨ରୁ ୩ ଦିନ ମଧ୍ୟରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବ । ଏନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ଆଗାମୀ ୩ରୁ ୪ ଦିନ ଯାଏ ରାଜ୍ୟକୁ…

ଶାସ୍ତ୍ରୀୟ ସଙ୍ଗୀତ,ସଂସ୍କୃତି ପାଇଁ କାଶ୍ମୀରରୁ କନ୍ୟାକୁମାରୀ ସାଇକେଲ ଯାତ୍ରା

(ସୋସାଇଟି ଫର ପ୍ରୋମୋସନ୍ ଅଫ୍ ଇଣ୍ଡିଆନ୍ କ୍ଲାସିକାଲ୍ ମ୍ୟୁଜିକ୍ ଆଣ୍ଡ କଲଚର ଅମଙ୍ଗଷ୍ଟ ୟୁଥ୍)ର ପ୍ରତିଷ୍ଠାତା ଆଇଆଇଟି-ଦିଲ୍ଲୀର ପ୍ରଫେସର-ଏମିରିଟସ୍, ପଦ୍ମଶ୍ରୀ ଡ.କିରଣ ସେଠ ଭାରତର ଅଗଣିତ ଛାତ୍ର ଆଉ ଛାତ୍ରୀ ମାନଙ୍କ ମଧ୍ୟରେ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଏବଂ ସଂସ୍କୃତିର ପ୍ରୋତ୍ସାହନ…

ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ କାର୍‌ ଧକ୍କାରେ ୭ ପୋଲିସଙ୍କ ସମେତ ୨୦ ଆହତ । ଭିଡ଼ ଭିତରେ କାର୍‌ ଚଢ଼ାଇଦେବାରୁ ୨୦ ଜଣ ଆହତ ହୋଇଛନ୍ତି । ଏହାକୁ ନେଇ ତୁମୁଳକାଣ୍ଡ ଘଟିଛି । ଆକ୍ରମଣରେ ମଧ୍ୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଣପୁରରେ…

ରବିବାରରେ ବି ମିଳିବ ଜଗା ଦର୍ଶନ

ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ବୈଠକ ଏଜେଣ୍ଡାରେ ମହାପ୍ରଭୁଙ୍କ ଦୋଳ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଉପରେ ମୁଖ୍ୟ ଆଲୋଚନା ହେବ । ତା ବ୍ୟତୀତ କୋଭିଡ୍‌ ସଂକ୍ରମଣ ହାର ହ୍ରାସ ପାଇଥିବାରୁ ରବିବାର ଦିନ ଶ୍ରୀମନ୍ଦିର ଦର୍ଶନ ବନ୍ଦ କଟକଣା…

ଜାମ୍ମୁ-କାଶ୍ମୀର ଏନକାଉଣ୍ଟର:ଚାରି ଆତଙ୍କବାଦୀ ନିହତ

ଜାମ୍ମୁ କାଶ୍ମୀରରେ ତିନିରୁ ଚାରିଟି ଅଞ୍ଚଳରେ ଏନକାଉଣ୍ଟର ଖବର ସାମ୍ନାକୁ ଆସିଛି। ଏପର୍ଯ୍ୟନ୍ତ ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ଵାରା ୪ ଆତଙ୍କବାଦୀ ନିପାତ ହୋଇଛନ୍ତି। କାଶ୍ମୀରର ଆଇଜିପି ବିଜୟ କୁମାରଙ୍କ ସୂଚନା ଅନୁଯାୟୀ ଗତକାଲି ରାତିରେ ୪-୫ ସ୍ଥାନରେ ଜମ୍ମୁକାଶ୍ମୀର ପୋଲିସ ଓ…

ଟୀକାକରଣ ସଚେତନତା ରଥର ଶୁଭାରମ୍ଭ

ବୌଦ୍ଧ:ବୌଦ୍ଧ ଜିଲ୍ଲାରେ ଶୁଭାରମ୍ଭ ହେଲା ଟୀକାକରଣ ସଚେତନତା ରଥ ।ଆଜି ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ୟ୍ୟାଳୟ ପ୍ରାଙ୍ଗଣରେ ଟୀକାକାରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏଥିରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡକ୍ଟର ଅଭୟ କୁମାର ଦାଶ ସବୁଜ ପତାକା ଦେଖାଇ ଏହାର ଶୁଭ…

ଲୋକଙ୍କ ଉପରେ ଗାଡ଼ି ଚଢାଇ ଦେଲେ ଚିଲିକା ବିଧାୟକ

ରଣକ୍ଷେତ୍ର ପାଲଟିଲା ବାଣପୁର ବ୍ଲକ ଅଫିସ । ବିଧାୟକଙ୍କ କାର୍‌ ଧକ୍କାରେ ୬ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ଏପିରିକି ବିଧାୟକଙ୍କୁ କାର୍‌ରୁ ଟାଣି ଆଣି ନିର୍ଦ୍ଦୁମ ଛେଚିଲେ ଲୋକେ । ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ । ଖବର…

ଦିଲ୍ଲୀର ଗୋକୁଲପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ, ୭ ମୃତ

ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀର ଗୋକୁଲପୁରୀ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଞ୍ଚଳରେ ଅଧିକ ବସ୍ତି ଅଛି । ଉତ୍ତର ପୂର୍ବ ଦିଲ୍ଲୀ ଅତିରିକ୍ତ ଡିସିପି କହିଛନ୍ତି, “ଗୋକୁଲପୁରୀ ପୋଲିସ ଥାନା ଅଞ୍ଚଳରେ ରାତି ପ୍ରାୟ ଗୋଟାଏ ସମୟରେ ନିଆଁ…