ମହାରଷ୍ଟ୍ରରେ ଆଉ ୭ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ
ମହାରାଷ୍ଟ୍ରରେ ଆଉ ୭ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ। ସେମାନଙ୍କ ମଧ୍ୟରେ ୩ଜଣ ମୁମ୍ବାଇର ହୋଇଥିବାବେଳେ ୪ଜଣ ପିମ୍ପିରି ଚିନଚ୍ଵାଦ ମୁନିସିପାଲିଟି ଅଞ୍ଚଳର। ସେମାନଙ୍କ ମଧ୍ୟରେ ଅଛି ଜଣେ ୩ ବର୍ଷର ଶିଶୁ। ୭ ଜଣଙ୍କ ମଧ୍ୟରୁ ୪ଜଣ ଭ୍ୟାକ୍ସିନ ନେଇସାରିଛନ୍ତି। ୪ଜଣଙ୍କ ପାଖରେ କରୋନାର କୌଣସି!-->…
