Odia News Portal

ଭିନ୍ନ କାହାଣୀକୁ ନେଇ ନୂଆ ଧାରାବାହିକରେ ଆସୁଛନ୍ତି ଅନୁ

ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଏକ ପରିଚିତ ନାମ ଅନୁ ଚୌଧୁରୀ । ବଡ଼ ପରଦାରେ ହସାଉଥିବା ଓ କନ୍ଦାଉଥିବା ଏହି ଅଭିନେତ୍ରୀ ଏବେ ଟେଲିଭିଜନରେ କରିବେ କମାଲ । ଦୀର୍ଘ ୨ ଦଶନ୍ଧି ଧରି ୬୫ ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି ଅନୁ । ତାଙ୍କର ସୁନ୍ଦର ଅଭିନୟ ଓ ନୃତ୍ୟରେ ଜନତା…

ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଏପ୍ରିଲ ୨୯ରୁ ମେ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ । ହାଇସ୍କୁଲ ସାର୍ଟିଫିକେଟ , ମଧ୍ୟମା ପରୀକ୍ଷା ଏପ୍ରିଲ ୨୯ରୁ ଆରମ୍ଭ ହେବ । ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ କରାଯିବ । ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ । ଯଥାସମ୍ଭବ…

ଆଜି ନିର୍ବାଚିତ ହେବେ ନାଏବ ସରପଞ୍ଚ

ଆଜିଠୁ ପଞ୍ଚାୟତ ବ୍ୟବସ୍ଥାର ପରୋକ୍ଷ ନିର୍ବାଚନ । ଆଜି ନାଏବ ସରପଞ୍ଚ ପାଇଁ ହେବ ଭୋଟିଂ । ଭୋଟ ଦେଇ ନାଏବ ସରପଞ୍ଚଙ୍କୁ ବାଛିବେ ଓ୍ୱାର୍ଡ ମେମ୍ବର । ଏହି ନିର୍ବାଚନ ପ୍ରକ୍ରିୟାରେ କୋରମର ବ୍ୟବସ୍ଥା ଅଛି । ନାଏବ ସରପଞ୍ଚ ପାଇଁ ସକାଳ ୧୦ଟାରୁ ୧୧ଟା ଭିତରେ ପ୍ରାର୍ଥିପତ୍ର ଦାଖଲ ହେବ ।…

ଋଷ-ୟୁକ୍ରେନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା, ହୋଇପାରେ ଯୁଦ୍ଧ ବିରତି

ହେବ କି ଯୁଦ୍ଧ ବିରତି ? ଋଷ-ୟୁକ୍ରେନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା । ତୁର୍କୀର ଆଣ୍ଟାଲ୍ୟାରେ ୟୁକ୍ରେନ ବୈଦେଶିକ ମନ୍ତ୍ରୀ ଦାଇମେତ୍ରୋ କୁଲେବା ଓ ଋଷ ବୈଦେଶିକ ମନ୍ତ୍ରୀ ସେର୍ଗେ ଲାଭାରୋଭଙ୍କ ମଧ୍ୟରେ ଆଲୋଚନା ହୋଇଛି । ତୁର୍କୀ ମଧ୍ୟସ୍ଥତାରେ ୟୁକ୍ରେନ ଓ ଋଷ ମଧ୍ୟରେ ଶାନ୍ତି…

ଯୋଗାଭ୍ୟାସ ଦ୍ୱାରା ଦୂରହେବ କିଡନୀ ସମସ୍ୟା

ଭୁବନେଶ୍ୱର: କିଡନୀ ଜନିତ ରୋଗ ବର୍ତମାନ ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି । ଏହା ଦ୍ୱାରା ଜୀବନଶୈଳୀ ଉପରେ ଅନେକ ପ୍ରଭାବ ପଡୁଛି । ତେଣୁ ସୁସ୍ଥ ଜୀବନଶୈଳୀ ଏବଂ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଦ୍ୱାରା ଏହି ରୋଗକୁ ଦୂର କରିହେବ ବୋଲି ବିଶେଷଜ୍ଞ ମାନେ ମତ ଦେଇଛନ୍ତି । …

ମାଡି ଆସୁଛି ତାତି: ମାର୍ଚ୍ଚରେ ସ୍ୱାଭାବିକ ଠାରୁ ଅଧିକ ତାପମାତ୍ରା, ଆଗକୁ ଆହୁରି ବଢ଼ିବ

ମାର୍ଚ୍ଚ ନସୁରୁଣି ବଢିଳାଣି ତାତି। ରାତିରେ ହାଲୁକା ଥଣ୍ଡା ରହୁଥିବା ବେଳେ ସକାଳୁ କୁହୁଡି ବି ରହୁଛି। କିନ୍ତୁ ୯ଟା ପରେ ଆରମ୍ଭ ହୋଇଯାଉଛି ଗରମ। ସେତେ ଲାଗୁଛି ଯେମିତି ଗ୍ରୀଷ୍ମଋତୁ ପ୍ରକୋପ ଏବେଠାରୁ ଦେଖାଦେଲାଣି । ରାଜ୍ୟର ବିଭିନ୍ନ ସ୍ଥାନରେ ବଢୁଛି ତାତି । ମାର୍ଚ୍ଚରେ ସ୍ୱାଭାବିକ ଠାରୁ…

୫ ରାଜ୍ୟରେ ପରାଜୟ ପରେ ରାହୁଲଙ୍କ ବୟାନ

ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଏବଂ ମଣିପୁରର ବିଧାନସଭାରେ କଂଗ୍ରେସର ଶୋଚନୀୟ ପରାଜୟର ସାମ୍ନା କରିଛି । କୌଣସି ରାଜ୍ୟରେ ଦଳ ସରକାର ଗଠନ କରିବାରେ ବିଫଳ ହୋଇଛି। ଦଳର ନୈରାଶ୍ୟ ଜନକ ପ୍ରଦର୍ଶନ ପରେ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଟ୍ୱିଟ କରି ରାହୁଲ…

ଜଟଣୀରୁ କୋଟିଏ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଥମୁନି ଧଳାଜହର କାରବାର । କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ। ବ୍ରାଉନସୁଗାର କାରବାର ଅଭିଯୋଗରେ ୩ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ । ଖବର ଅନୁଯାୟୀ, ବ୍ରାଉନ୍‌ସୁଗାର କାର୍‌ବାର ନେଇ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ…

ବିଜୟ ଶୋଭାଯାତ୍ରା ଉପରେ କଟକଣା ହଟାଇଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ : ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣତି ପରେ ବିଜୟ ଶୋଭାଯାତ୍ରା ଉପରେ ଲଗାଯାଇଥିବା କଟକଣାକୁ ନିର୍ବାଚନ ଆୟୋଗ ହଟାଇ ଦେଇଛନ୍ତି । ଏକ ବିବୃତ୍ତିରେ ଆୟୋଗ କହିଛନ୍ତି ଯେ ଯେଉଁ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି ସେହି ରାଜ୍ୟ ଗୁଡ଼ିକରେ…

ପଞ୍ଜାବ: ଆପର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗବନ୍ତ ମାନ ବିଜୟୀ

ଆମ୍ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ଭଗବନ୍ତ ମାନ୍ ପଞ୍ଜାବର ଧୁରୀ ଆସନରୁ ବିଜୟ ହାସଲ କରିଛନ୍ତି। ଭଗବନ୍ତ ମାନ ୫୦ ହଜାରରୁ ଅଧିକ ଭୋଟରେ ଜିତିଛନ୍ତି | ଭଗବନ୍ତ ୭୮ ହଜାରରୁ ଅଧିକ ଭୋଟ୍ ପାଇଥିବାବେଳେ କଂଗ୍ରେସର ଦଲବୀର ସିଂ ଗୋଲ୍ଡି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ବିଜୟ ପରେ ସେ…