ତାଲା ଭାଙ୍ଗି ଘରେ ପଶିଲେ ଭିଜିଲାନ୍ସ ଟିମ୍
ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଗ୍ରାମ୍ୟ ପୂର୍ତ୍ତ ଇଲେକ୍ଟ୍ରିକାଲ ଡିଭିଜନ ନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗନ୍ନାଥ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ୫ଟି ସ୍ଥାନରେ ଏକକାଳୀନ ରେଡ ଚାଲିଛି । ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ନଗଦ ୧୬.୭୦!-->…
