ରଙ୍ଗିଲା ନକଲି ଡାକ୍ତର ରମେଶ ସ୍ୱାଇଁର ଇମୋସନାଲ ଡ୍ରାମା
ରଙ୍ଗିଲା ନକଲି ଡାକ୍ତର ରମେଶ ସ୍ୱାଇଁର ଇମୋସନାଲ ଡ୍ରାମା। ମହିଳାଙ୍କୁ ପ୍ରେମ ଜାଲରେ ଫସାଇବାକୁ କରୁଥିଲା ଛଳନା। କେତେବେଳେ ଅସୁସ୍ଥତାର ବାହାନା କରି ସାଲାଇନ ଲଗାଇ ଫଟୋ ଉଠାଇ ମହିଳାଙ୍କୁ ପଠାଉଥିଲା ତ ଆଉ କେତେବେଳେ କାନ୍ଦିବାର ଭିଡିଓ ପଠାଉଥିଲା। ଆଉ ଏକ ଭିଡିଓରେ ରଥଯାତ୍ରା ବେଳେ ରଥ!-->…
