ଆଗାମୀ ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ
ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ୪୮ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୩ ତାରିଖରୁ ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ରାଜ୍ୟରେ ୩ ରୁ ୪ ଦିନ ଭିତରେ ପ୍ରବଳ ବର୍ଷା ହେବାର ମଧ୍ୟ!-->…
