ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇପାରେ, ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା
ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି!-->…
