Odia News Portal

ବୋହୁକୁ ମାରିଲା ଶାଶୁ

ଯାଜପୁର: ବୋହୂର ଜୀବନ ନେଲା ଶାଶୁ । ପାରିବାରିକ କଳହର କରୁଣ ପରିଣତି । ବୋହୁକୁ ପଥରରେ ଛେଚି ଅତି ନିର୍ମମ ଭାବେ ହତ୍ୟା କଲା ଶାଶୁ । ଯାଜପୁର ଜିଲ୍ଲା ଧର୍ମଶାଳା ଶ୍ରୀରାମପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଶାନ୍ତିଲତା ପରିଡ଼ାଙ୍କୁ ତାଙ୍କୁ ଶାଶୁ ମାରି ଦେଇଥିବା ଅଭିଯୋଗ ହୋଇଛି ।

୧୯ ଯାଏଁ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ଆସନ୍ତା ୧୯ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ

ଫିଲ୍ମ ‘ପୁଷ୍ପା’ ରୁ ଅଲ୍ଲୁ ଅର୍ଜୁନଙ୍କ ଡାସିଙ୍ଗ ଲୁକ୍ ଜାରି

ନୂଆଦିଲ୍ଲୀ : ସାଉଥ୍ ହିରୋ ଅଲ୍ଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦାନା ଏବେ ତାଙ୍କ ଅପକମିଂ ଫିଲ୍ମ ପୁଷ୍ପାକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଏହି ଫିଲ୍ମ ପାଇଁ ତାଙ୍କ ଫ୍ୟାନ୍ସମାନେ ଖୁବ୍ ଉତ୍ସାହିତ । ଫିଲ୍ମର ଟ୍ରେଲର ଏବଂ ଗୀତ ମଧ୍ୟ ରିଲିଜ୍ ହୋଇ ସାରିଛି । ଏବେ ଫିଲ୍ମରେ ହିରୋ ଅଲ୍ଲୁ ଅର୍ଜୁନଙ୍କ

ଡିସେମ୍ବର ୧ ତାରିଖ ଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଜାରି ରହିବ। ଏହି ସମୟ ମଧ୍ୟରେ ମୋଟ୍‌ ୨୬ଟି କାର୍ଯ୍ୟ ଦିବସ ରହିବ। ମୋଟ୍‌ ୫ଟି ଛୁଟି ଦିବସ ରହିବ। ଛୁଟି ଦିବସ ଗୁଡ଼ିକ ହେଲା ଯେ, ଡିସେମ୍ବର

ପୁଣି ବିବାଦରେ ଶିଳ୍ପା-ରାଜ

ନୂଆଦିଲ୍ଲୀ: ବଲିଉଡ଼ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ। ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ମାମଲା ପରେ ରାଜ ଏବେ ଠକେଇ ମାମଲାରେ ଫଶିଥିବା ଜଣାପଡ଼ିଛି। ତାଙ୍କ ବିରୋଧରେ ୧.୫୧ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଶିଳ୍ପା ଶେଟ୍ଟୀ ମଧ୍ୟ

ପୂର୍ବତନ ସରପଞ୍ଚଙ୍କୁ ବିଚ୍ ରାସ୍ତାରେ ହତ୍ୟା ମାମଲା, ୬ ଗିରଫ

ବ୍ରହ୍ମପୁର: ଅନନ୍ତେଇ ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ହତ୍ୟା ମାମଲାରେ ବ୍ରହ୍ମପୁର ପୋଲିସକୁ ସଫଳତା । ୬ ଜଣ ଅଭିଯୁକ୍ତକୁ ଗିରଫ କଲା ପୋଲିସ । ହତ୍ୟାରେ ବ୍ୟବହୃତ ୩ଟି ଖଣ୍ଡା ଜବତ କରିଛି ପୋଲିସ । ଗୋଟିଏ ଖଣ୍ଡା ଘଟଣାସ୍ଥଳରୁ ମିଳିଥିବା ବେଳେ ଆଉ ୨ଟି ଖଣ୍ଡା ପୋଖରିରୁ ଜବତ କରିଛି

ହାତୀ ଦାନ୍ତ ଜବତ

ପଦ୍ମପୁର: ପଦ୍ମପୁର ବନଖଣ୍ଡ କେନ୍ଦୁଭଟା ଛକ ନିକଟରୁ ହାତୀ ଦାନ୍ତ ଚୋରା ଚାଲାଣ ସମୟରେ ଜବତ ହୋଇଛି । ପଦ୍ମପୁର ବନଖଣ୍ଡ କେନ୍ଦୁଭଟା ଛକଠାରେ, ଲରମ୍ଭା ଥାନା ଅଞ୍ଚଳର ରମେଶ ପ୍ରଧାନ ନାମକ ଜଣେ ଲୋକ ହାତୀ ଦାନ୍ତ ଚୋରା ଚାଲାଣ କରୁଥିବା ଖବର ପାଇ ଏସଟିଏଫ ଓ ବନ ବିଭାଗ ଚଢ଼ାଉ କରିଥିଲେ । ଉକ୍ତ

କନ୍ୟା ଏକ୍ସପ୍ରେସର ଶୁଭାରମ୍ଭ କଲେ କଟକ ଜିଲ୍ଲାପାଳ

କଟକ : ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ ପକ୍ଷରୁ କନ୍ୟା ଏକ୍ସପ୍ରେସର ଶୁଭାରମ୍ଭ କଲେ କଟକ ଜିଲ୍ଲାପାଳ। କିଶୋରୀ ମାନଙ୍କର ସାମଗ୍ରିକ ବିକାଶ ନିମନ୍ତେ ଭ୍ରାମ୍ୟମାଣ ଯାନ ‘କନ୍ୟା ଏକ୍ସପ୍ରେସ’ କାର୍ୟ୍ୟ କରିବ। ଏହା ଟାଙ୍ଗୀ-ଚୌଦ୍ବାର ଓ ଆଠଗଡ ବ୍ଲକର ନଅଟି ପଞ୍ଚାୟତର ୬୦ ଗ୍ରାମର କିଶୋରୀ

ଚଳିତବର୍ଷ ଭୁବନେଶ୍ୱରରେ ହେବନି ବାଲିଯାତ୍ରା

ଭୁବନେଶ୍ୱର : ଚଳିତ ବର୍ଷ ହେବନି ଭୁବନେଶ୍ବର ବାଲିଯାତ୍ରା । କଟକ ବାଲିଯାତ୍ରା ନହେବା ନେଇ ବିଜ୍ଞପ୍ତି ଜାରି ହେବା ପରେ ଏବେ ଭୁବନେଶ୍ବର ମଧ୍ୟ ଚଳିତ ବର୍ଷ ବାଲିଯାତ୍ରା ହେବନାହିଁ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ । କୋଭିଡ କଟକଣା ପାଇଁ ବାଲିଯାତ୍ରାକୁ ଅନୁମତି

ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଯୁବକଙ୍କୁ ଗୋଡ଼ାଇ ହାଣିଲା ସ୍ୱାମୀ

ମୟୂରଭଞ୍ଜ: ସ୍ତ୍ରୀର ଚରିତ୍ରକୁ ସନ୍ଦେହ କଲା ସ୍ୱାମୀ । ପରପୁରୁଷ ସହ ସମ୍ପର୍କ ଥିବା ସନ୍ଦେହ କରି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ । ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସି ୪ ନମ୍ବର ୱାର୍ଡରେ ଘଟିଛି ଏହି ଘଟଣା । ତେବେ ମରଣାନ୍ତକ ଆକ୍ରମଣ କରିଥିବା