ଯାଜପୁର ଜିଲ୍ଲାରେ ନିର୍ବାଚନୀ ହିଂସା ଘଟଣାରେ ୯୮ ଗିରଫ
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ତିନି ପର୍ଯ୍ୟାୟରେ ଯାଜପୁର ଜିଲ୍ଲାରେ ହୋଇଥିବା ନିର୍ବାଚନୀ ହିଂସା ଘଟଣାରେ ଏଯାଏ ୯୮ ଜଣଙ୍କୁ ଗିରଫ କରାଯାଇଛି। ଏନେଇ ନେଇ ଜିଲ୍ଲା ପୁଲିସ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ସୂଚନା ଦିଆଯାଇଛି। ଗତ ୨୧ ତାରିଖରେ ୬୯ ଜଣଙ୍କୁ ଗିରଫ କରାଯିବା ପରେ ଏହି!-->…
