Odia News Portal

ଆଗକୁ ବଢିପାରେ ମୃତ୍ୟୁ ସଂଖ୍ୟା

ବିଶ୍ବବ୍ୟାପୀ କରୋନା ଭାଇରସ୍‌ ମହାମାରୀର ପ୍ରକୋପ କମିଛି। କିନ୍ତୁ ମହାମାରୀ ସଂପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏବେ କରୋନା ମହାମାରୀକୁ ନେଇ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (WHO) ଏକ ନୂଆ ଚେତାବନୀ ଦେଇଛି। ସଂଗଠନ କହିଛି ଯେ, ୟୁରୋପର ୫୩ଟି ଦେଶରେ ଶୀତଋତୁ ପରେ ଆଗାମୀ ବସନ୍ତ ଋତୁ ଯାଏଁ ୭ ଲକ୍ଷ

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଡାକ ଶୁଣିଲେନି ଈଶ୍ୱର, ବଞ୍ଚାଇ ପାରିଲେନି ଦ୍ବିତୀୟ ଭଗବାନ। ସବୁ ଚେଷ୍ଟା, ସବୁ ପ୍ରୟାସ ପରେ ବି ଆଖି ବୁଜି ଦେଲେ ଅମ୍ରିତ। ମୃତ୍ୟୁ ସହ ଲଢେଇ କରି କରି ଶେଷରେ ଜୀବନର ଯୁଦ୍ଧରେ ପରାଜିତ ହେଲେ। ନା ଜିତିଲା କୋଟି କୋଟି ଲୋକଙ୍କ ପ୍ରାର୍ଥନା, ନା ବଞ୍ଚାଇ ପାରିଲା ଗୁରୁଜନଙ୍କ ଆଶୀର୍ବାଦ। ସତରେ

ଆଜିଠୁ ଆରମ୍ଭ ହେବ ହକି ବିଶ୍ୱକପ୍

ଆଜିଠୁ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଚାଲିବ ହକି ମହାସମର । ଡିସେମ୍ବର ୫ ଯାଏଁ କଳିଙ୍ଗରେ ଖେଳାଯିବ ଜୁନିୟର ହକି ବିଶ୍ୱକପ । କରୋନା ପାଇଁ ଉଦଘାଟନୀ ଉତ୍ସବକୁ ନିରାଡମ୍ବର କରାଯାଉଥିବାବେଳେ ଉଦଘାଟନି ମ୍ୟାଚରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଏଫଆଇଏଚ୍ ସଭାପତି ନରିନ୍ଦ୍ରର ବାତ୍ରା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ । ହ୍ୟାଲିପେଡ୍‌ରେ ପହଞ୍ଚିବା ପରେ ରୋଡ୍‌ ଦେଇ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିଲେ । ଏହା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର

ଆହୁରି କମିବ ତୈଳ ଦର

ନିକଟରେ ତୈଳ ଦର ଉପରୁ ଉତ୍ପାଦ ଶୁଳ୍କ ହ୍ରାସ କରିଥିବା କେନ୍ଦ୍ର ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଓ ଡିଜେଲ ଦାମକୁ କମ କରିବା ପାଇଁ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ ହ୍ରାସ କରିଥିଲେ। ତେବେ ଅଶୋଧିତ ତୈଳର ଦାମ ବଢ଼ିବା ଯୋଗୁ ଏବେ ବି ଅନେକ ସ୍ଥାନରେ ପେଟ୍ରୋଲର ଲିଟର ପିଛା

ଜ୍ୟୋତିଷ ବୋଲି କହି ଲୁଟି ନେଲେ

ତୁମ ପୁଅ ମରିଯିବ…! ରିଷ୍ଟ ଦୋଷ ରହିଛି! ଭଣ୍ଡ ଜ୍ୟୋତିଷଙ୍କଠାରୁ ଏପରି କଥା ଶୁଣି ଭାବପ୍ରବଣ ହୋଇ ପଡ଼ିଥିଲେ ଜୟା ଦେ’। ଜନ୍ମକଲା ପୁଅର ମୃତ୍ୟୁ ହେବ କଥା ଶୁଣି କାନ୍ଦି ପକାଇଥିଲେ। ଛଳଛଳ ଆଖିରେ ଜ୍ୟୋତିଷଙ୍କୁ ପଚାରିଥିଲେ, ଏହାର ପ୍ରତିକାର କଣ? ଆଉ ପ୍ରତିକାର ବତାଇବାକୁ ଯାଇ ଦୁଇ ଭଣ୍ଡ

ଓଡିଶା ଇଲେକ୍ରୋନିକ୍ସ ନିତୀକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତିକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଓଡ଼ିଶା ଇଲେକ୍ଟ୍ରୋନିକ୍ସ ଶିଳ୍ପର ପ୍ରସାର ନିମନ୍ତେ ନୀତିକୁ ମିଳିଲା ମଞ୍ଜୁରୀ ମିଳିଛି। ପ୍ରଥମ ୧୦ଟି ନୂଆ ନିବେଶକୁ ମିଳିବ ଉତ୍ପାଦନ ଭିତ୍ତିକ ସହାୟତା। ସହାୟତା ବାବଦରେ ୫ ବର୍ଷ ଯାଏ ବାର୍ଷିକ କାରବାରର ୧%

ଖାଉଟି ମୁଣ୍ଡରେ ଚଡକ

ପେଟ୍ରୋଲ ଭଳି ଟମାଟୋର କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଶୀତ ଦିନେ ଟମାଟୋ କେଜି ପିଛା ୨୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକା ଓ ତାମିଲନାଡୁରେ ବର୍ଷା ବିତ୍ପାତ୍ତ ଯୋଗୁ ଟମାଟୋ କେଜି ପିଛା ୧୦୦ ଟଙ୍କାରୁ

ସ୍ୱପ୍ନରେ ସାପ ଦେଖିବା ଶୁଭ ନା ଅସୁଭ

ମଣିଷ ଶୋଇଲା ମାନେ ସ୍ବପ୍ନ ଦେଖେ। କିନ୍ତୁ ଉଠିବାବେଳକୁ ସ୍ବପ୍ନ ଆଉ ମନେନଥାଏ ଅଥବା ହାଲୁକା ମନେଥାଏ। କିନ୍ତୁ ବେଳେବେଳେ ଆମେ ସ୍ବପ୍ନରେ ଏମିତି କିଛି ଜିନିଷ ଦେଖିଥାଉ ଯାହା ପରେ ଡରିଯାଉ ଏବଂ ନିଦ ଭାଙ୍ଗିଯାଏ। ବେଳେବେଳେ ନିଦରୁ ଉଠିବା ପରେ ସ୍ବପ୍ନ ଆଖି ଆଗରେ ଝଲସୁଥାଏ। ମନକୁ ବାରମ୍ବାର

କେମିତି ପାଇବେ ସୁନ୍ଦର ଓଠ

ସୁନ୍ଦର ତ୍ୱଚା ସହ ସୁନ୍ଦର ଓଠ ସମସ୍ତଙ୍କୁ ଦରକାର। ସେଥିପାଇଁ ଆମେ ବହୁତ କିଛି କସ୍‌ମେଟିକ ଜିନିଷ ବଜାରରୁ ଆଣି ବ୍ୟବହାର କରିଥାଉ। କେତେ କ’ଣ ଲଗାଇଥାଉ। କିନ୍ତୁ ପ୍ରାକୃତିକ ଉପାୟରେ ମଧ୍ୟ ଓଠ ସୁନ୍ଦର ହୋଇପାରିବ। ରୋଷେଇ ଘରେ ପ୍ରତିଦିନ ବ୍ୟବହାରରେ ଲାଗୁଥିବା ହଳଦୀ ଓଠର ସୁନ୍ଦରତାକୁ