କଂଗ୍ରେସର ହରତାଳ ‘ଜୋକ୍’ରେ ପରିଣତ ହୋଇଛି: ବିଜେଡି
ଭୁବନେଶ୍ୱର: ଓଡିଶା କଂଗ୍ରେସର ଆଜିର ହରତାଳ ଏକ ଜୋକ୍ରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ଓଡିଶା ବିଜେପି ଦ୍ୱାରା ପ୍ରାୟୋଜିତ ଓଡିଶା କଂଗ୍ରେସର ଏହି ହରତାଳ ୪.୫ କୋଟି ଲୋକଙ୍କ ପାଇଁ ଏକ ନିଷ୍ଠୁରତା ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।
!-->!-->!-->…
