Odia News Portal

ବିନା ସାର୍ଟିଫିକେଟରେ ଜଗା ଦର୍ଶନ

ଆଜିଠାରୁ ବିନା କୋଭିଡ ଟିକା ଓ କୋଭିଡ ପ୍ରମାଣପତ୍ରରେ ଚାଲିଛି ଜଗା ଦର୍ଶନ । ଲାଗୁ ହୋଇଥିବା ନୂଆ ଝଙଚ କାର୍ୟ୍ୟକାରୀ ହୋଇଛି । କୋଭିଡ଼ ନିୟମ ମାନି ମାସ୍କ ପରିଧାନ ଓ ସାନିଟାଇଜ ହୋଇ ଦର୍ଶନ ପାଇଁ ଭକ୍ତ ମନ୍ଦିର ପ୍ରବେଶ କରୁଛନ୍ତି। ପୂର୍ବଭଳି କିନ୍ତୁ ସକାଳ ୬ ଟାରୁ ରାତି ୯ଟା ପର୍ୟ୍ୟନ୍ତ…

ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ

ବରଗଡ: ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ମାଈ ହାତୀର ମୃତ୍ୟୁ । ଅମ୍ବାଭୋନା ବ୍ଲକ ଲଖନପୁର ନିକଟସ୍ଥ ଅଲେଖପୁର ଗ୍ରାମରେ ଏକ ବିଲରେ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ ଅଲେଖପୁର ଗ୍ରାମର ଏକ ବିଲରେ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବିଞ୍ଝାରପୁର ବ୍ଲକ୍ ବାଚ୍ଛଳ ପଞ୍ଚାୟତରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ୨୦ ଜଣଙ୍କୁ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଏମାନଙ୍କ ମଧ୍ୟରେ ୬ ଜଣ…

ଲୋକଙ୍କୁ ଦେଖି ବଡଦାଣ୍ଡରେ ଅଟକିଗଲେ ରାଷ୍ଟ୍ରପତି କୋବିନ୍ଦ

ଶ୍ରୀକ୍ଷେତ୍ରରୁ ବିଦାୟ ନେଉଥିଲେ ମହାମହିମ ରାଷ୍ଟ୍ରପତି । ପୁରୀରେ ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗ ଦେଇ ଫେରୁଥିଲେ । ପୁରୀ ବାସୀ ରାଷ୍ଟ୍ରପତିଙ୍କୁ ଦେଖିବା ପାଇଁ ରାସ୍ତାର ଦୁଇ ପାର୍ଶ୍ୱରେ ଉପସ୍ଥିତ ରହିଥିଲେ । ଫେରିବା ବେଳେ ବଡ଼ଦାଣ୍ଡର ଉଭୟ ପାର୍ଶ୍ବରେ ଲୋକମାନେ ହାତ…

ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ଘଟଣା: ନିର୍ବାଚନ କମିଶନଙ୍କୁ ଭେଟିଲେ ସାମ୍ବାଦିକ ପ୍ରତିନିଧି ଦଳ, ଦୃଢ଼…

ଯାଜପୁର ବିଞ୍ଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି ସାମ୍ବାଦିକ ପ୍ରତିନିଧି ଦଳ। ଗଣମାଧ୍ୟମର ସମ୍ପାଦକ ଓ ସାମ୍ବାଦିକମାନେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଥିସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ…

ତୃତୀୟ ପର୍ଯ୍ୟାୟ ମତଦାନ ଶେଷ: ଦିନ ୧୨ଟା ସୁଦ୍ଧା ୪୫ ପ୍ରତିଶତ ମତଦାନ

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହିତ ସରିଲା ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସିଲ୍ ହୋଇଛି ୧୩ଶହ ୮୨ ପଞ୍ଚାୟତରେ ପ୍ରାର୍ଥୀଙ୍କ ଭାଗ୍ୟ । ଦିନ ୧୨ଟା ସୁଦ୍ଧା ୪୫ ପ୍ରତିଶତ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ନିର୍ବାଚନ କମିଶନ । ଗୋଟିଏ ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁଠି ସୁରୁଖୁରୁରେ ମତଦାନ…

୩ ଟି ଫର୍ମାଟର କ୍ୟାପ୍ଟେନ ହେଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ଟେଷ୍ଟ ଟିମକୁ ମିଳିଲା ନୂଆ ଅଧିନାୟକ । କ୍ରିକେଟର ତିନୋଟି ଯାକ ଫର୍ମାଟର ଅଧିନାୟକ ହେଲେ ରୋହିତ ଶର୍ମା । ଏନେଇ ବିସିସିଆଇ ପ୍ରେସମିଟରେ ରୋହିତ ଶର୍ମାଙ୍କ ନାଁ ଘୋଷଣା କରିଛି । ଏଥିସହ ଶ୍ରୀଲଙ୍କା ବିପକ୍ଷ ଟି-ଟ୍ୱେଣ୍ଟି ଓ ଟେଷ୍ଟ ସିରିଜ୍ ଲାଗି ଭାରତୀୟ ଦଳ ଘୋଷଣା…

ବରିଷ୍ଠ ସାମ୍ୱାଦିକ ରବିଶ ତିୱାରୀଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ବରିଷ୍ଠ ସାମ୍ୱାଦିକ ତଥା ଇଣ୍ଡିଆନ ଏକ୍ସପ୍ରେସର ନ୍ୟାସନାଲ ବ୍ୟୁର ହେଡ୍‌ ରବିଶ ତିୱାରୀଙ୍କ ପରଲୋକ ହୋଇଛି। ତାଙ୍କର ମୃ୍ତ୍ୟୁରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି…

ନକଲି ଡାକ୍ତରଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଏକାଧିକ ମହିଳାଙ୍କୁ ବିବାହ କରି ଜେଲରେ ଥିବା ନକଲି ରସିକ ଡାକ୍ତର ରମେଶ ସ୍ୱାଇଁଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ପୁଲିସ। ରିମାଣ୍ଡ ଅବଧି ସମୟରେ ରମେଶଙ୍କର ୩୦ ବର୍ଷର ଅପରାଧିକ ଭିତ୍ତିଭୂମୀକୁ ଖୋଳିବ କମିଶନରେଟ ପୋଲିସ। ଏଥିସହିିତ ଠକେଇ ଓ କିଡନୀ ଚୋରି ରାକେଟ୍ର ସମ୍ପକରେ ରିମାଣ୍ଡ ସମୟରେ…

ବାଲାଟ୍ ପେପର ଓ ଭୋଟ ବାକ୍ସ ଲୁଟ୍ ଘଟଣା : ୫ ଗିରଫ

ଜଗତସିଂହପୁର ଜିଲା ସଦର ବ୍ଲକ ପଟସରା ପଞ୍ଚାୟତ ୧ ଓ ୨ ନମ୍ବର ବୁଥରୁ ଶୁକ୍ରବାର ମତଦାନ ଚାଲିଥିବା ସମୟରେ ଜୋର ଜବରଦସ୍ତ ବୁଥ ଭିତରେ ପଶି ବାଲାଟ ପେପର ଓ ବାକ୍ସ ଲୁଟି ନେଇଥିଲେ। ଏହି ଘଟଣାରେ ଜଗତସିଂହପୁର ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ପୋଲିସ…