ପୋଲିସ ସେବା ସର୍ଭେ ରିପୋର୍ଟ ଅନୁଶାରେ ୫ମ ସ୍ଥାନରେ ଓଡିଶା
ପ୍ରକାଶ ପାଇଛି ଦେଶର ପୋଲିସ୍ ସେବାକୁ ନେଇସର୍ଭେ ରିପୋର୍ଟ । ଏଥିରେ ବିହାର ଓ ଉତ୍ତରପ୍ରଦେଶ ଭଳି ରାଜ୍ୟର ସ୍ଥିତି ଅତି ନୈରରାଶ୍ୟ ଜନକ ବୋଲି ରିପୋର୍ଟରେ ଦର୍ଶାଯାଇଛି । ଅନ୍ୟପଟେ ଏହି କ୍ଷେତ୍ରରେ ଦକ୍ଷିଣ ରାଜ୍ୟ ଗୁଡିକରେ ପୋଲସର ପ୍ରଦର୍ଶନ ଭଲ ରହିଛି ବୋଲି ଇଣ୍ଡିଆନ୍ ପୋଲିସ ଫାଉଣ୍ଡେସନ୍!-->…
