Odia News Portal

କନ୍ଧମାଳରେ ନିର୍ମାଣ ହେବ ମେଡିକାଲ କଲେଜ

କନ୍ଧମାଳ: କନ୍ଧମାଳରେ ହେବ ମେଡ଼ିକାଲ କଲେଜ । 5ଶହ ଶଯ୍ୟାବିଶିଷ୍ଟ ମେଡିକାଲ୍ କଲେଜ ଓ ହସପିଟାଲ କାମ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟେପଟେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବିତରଣ କାର୍ଯ୍ୟକ୍ରମ ଜାରି ରହିଛି ଅନ୍ୟପଟେ ଜିଲ୍ଲାରେ

ଓଡ଼ିଶା ପ୍ରାକୃତିକ ସମ୍ପଦର ଅଡିଟ୍ କରିବ ସିଏଜି

ଭୁବନେଶ୍ୱର: ପ୍ରାକୃତିକ ସମ୍ପଦ ଓ ଲୋକାଲ୍ ବଡିର ଅଡିଟ୍ ହେବ । ଏନେଇ ଭୁବନେଶ୍ୱରରେ ସିଏଜି ଗିରିଶଚନ୍ଦ୍ର ମୁର୍ମୁ ସୂଚନା ଦେଇଛନ୍ତି । ଖଣିଗୁଡିକରେ କେତେ ମୂଲ୍ୟର ପ୍ରାକୃତିକ ସମ୍ପଦ ରହିଛି, ସେନେଇ ଅଡିଟ୍ ହେବ । ଏହା ସହ କେତେ ଟଙ୍କା ଖର୍ଚ୍ଚ ହେଉଛି ଓ ସରକାରଙ୍କୁ କେତେ ଲାଭ ଦେଉଛି ସେନେଇ

ମହିଳାଙ୍କ ଅଭିନୀତ ଟିଭି ସୋ ଓ ଚଳଚ୍ଚିତ୍ର ଉପରେ ତାଲିବାନର କଟକଣା

କାବୁଲ: ଆଫଗାନିସ୍ତାନର ତାଲିବାନ ସରକାର ମହିଳାଙ୍କ ନିମନ୍ତେ ଆଉ ଏକ କଡା ଆଇନ ପ୍ରଣୟନ କରିଛନ୍ତି । ଟେଲିଭିଜନ କାର୍ଯ୍ୟକ୍ରମଗୁଡିକରେ ଭାଗ ନେଉଥିବା ମହିଳା ଉପସ୍ଥାପିକା ଏବଂ ଆଙ୍କରମାନେ ପରଦା ଉପରେ ମଧ୍ୟ ହିଜବ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏଥିସହିତ ଧର୍ମକୁ ଅପମାନ ପ୍ରଦର୍ଶନ

କନ୍ଧମାଳରେ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର

କର୍ଣ୍ଣାଟକରେ ବର୍ଷା ବିତ୍ପାତ, ୨୪ ମୃତ

ବାଙ୍ଗାଲୋର: କର୍ଣ୍ଣାଟକରେ ଚଳିତ ମାସ ପ୍ରବଳ ବର୍ଷା ଯୋଗୁ ମୋଟ ୨୪ ଜଣଙ୍କର ମୃତ୍ୟୁ ହୋଇଛି। ୪ ଲକ୍ଷ ହେକ୍ଟରରୁ ଅଧିକ ଜମିରେ ହୋଇଥିବା ଫସଲ ବର୍ଷା ଯୋଗୃଁ କ୍ଷତି ହୋଇଛି। ଏଥିରୁ ୩ ଲକ୍ଷ ୭୯ ହଜାର ୫୦୧ ହେକ୍ଟର ହେଉଛି କୃଷି ଫସଲ ଏବଂ ବାକି ୩୦ ହଜାର ୧୧୪ ଉଦ୍ୟାନ କୃଷି ଫସଲ।

ବାୟୁସେନା ଗ୍ରୁପ୍ କ୍ୟାପଟେନ ଅଭିନନ୍ଦନ ପାଇଲେ ବୀର ଚକ୍ର ସମ୍ମାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଆଜି ଆୟୋଜିତ ପ୍ରତିରକ୍ଷା ଅଳଙ୍କରଣ ସମାରୋହରେ ଦେଶର ସୁରକ୍ଷା ପାଇଁ ଅଦମ୍ୟ ସାହସ ପ୍ରଦର୍ଶନ କରିଥିବା ସୈନିକମାନଙ୍କୁ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସମ୍ମାନିତ କରିଛନ୍ତି। ବାୟୁସେନା ଗ୍ରୁପ୍ କ୍ୟାପଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କୁ ବୀର ଚକ୍ର ସମ୍ମାନ

ଓଡ଼ିଆ ବାୟୁସେନା ଅଧିକାରୀ ଦିଲ୍ଲୀପ ପଟ୍ଟନାୟକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର : ରାଜ୍ୟ ପାଇଁ ଏକ ଖୁସି ଖବର ଆଣିଛନ୍ତି ଜଣେ ଓଡ଼ିଆ ବାୟୁସେନା ଅଧିକାରୀ । ଓଡ଼ିଆ ବାୟୁସେନା ଅଧିକାରୀଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏୟାର ଭାଇସ୍ ମାର୍ଶାଇ ଦିଲ୍ଲୀପ ପଟ୍ଟନାୟକଙ୍କୁ ଅତି ବିଶିଷ୍ଟ ସେବା ମେଡାଲ ପ୍ରଦାନ କରାଯାଇଛି । ଗତ ମାସରେ

ବଲାଙ୍ଗୀରରେ ଚିନ୍ତାରେ ଚାଷୀ

ବଲାଙ୍ଗୀର: ଜିଲ୍ଲାରେ ଖରିଫ ଋତୁ ଧାନ କିଣା ପୂର୍ବରୁ ଉପୁଜିଲାଣି ସମସ୍ୟା । ନିର୍ଦ୍ଧାରିତ ସମୟରେ ଧାନ କିଣାକୁ ନେଇ ଦେଖା ଦେଇଛି ଅନିଶ୍ଚିତତା । ଜିଲ୍ଲାରେ ଏହି ସମୟରେ ଖରିଫ ଋତୁ ଧାନ ଅମଳ ହୋଇଥାଏ । ଏହାକୁ ସରକାର ପେକ୍ସ ବା ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଚାଷୀଙ୍କ ଠାରୁ ଧାନ

ପୋଲ ତଳୁ ଉଦ୍ଧାର ହେଲା ଅଜଣା ଯୁବକଙ୍କ ମୃତଦେହ

ଭଦ୍ରକ : ପୋଲ ତଳେ ପଡିଛି ମୃତଦେହ । ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ନାଥସାହି ଅଞ୍ଚଳରେ ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ନାଥସାହି ପେଟ୍ରୋଲ ପମ୍ପ୍ ନିକଟ ପୋଲ ତଳେ ମୃତଦେହଟି ପଡିଛି ।

ବାଳ ସୁଧାର ଗୃହରୁ ଚମ୍ପଟ ମାରିଲେ ୬ ଅନ୍ତେବାସୀ

ବ୍ରହ୍ମପୁର : ବାଳ ସୁଧାର ଗୃହରୁ ଚମ୍ପଟ ମାରିଲେ ଅନ୍ତେବାସୀ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସ୍ଥିତ ବାଳକମାନଙ୍କ ପାଇଁ ଉଦ୍ଦିଷ୍ଟ ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସରୁ ୬ଜଣ ଅନ୍ତେବାସୀ ଫେରାର ହୋଇଯାଇଛନ୍ତି । ରବିବାର ରାତିରେ ସେଠାରେ କାର୍ଯ୍ୟରତ ରାତ୍ର ଜଗୁଆଳୀଙ୍କୁ ମାଡ ମାରି