ଏମ୍ସରେ ଚାଲିଛି FM ପୀଡ଼ିତାଙ୍କ ଡାଏଲିସିସ୍, ତଦାରଖ କରୁଛନ୍ତି ୮ ଜଣିଆ ଟିମ୍
ଭୁବନେଶ୍ବର ଏମ୍ସରେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ବାଲେଶ୍ବର ଫକୀରମୋହନ ବିଶ୍ବବିଦ୍ୟାଳୟର ପୀଡ଼ିତା ଛାତ୍ରୀ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ସଂକଟାପନ୍ନ ରହିଛି। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡି ଯାଇଥିବା ବେଳେ ଫୁସଫୁସ୍, ହୃତପିଣ୍ଡ, କିଡନି ଗୁରୁତର ଭାବେ ପ୍ରଭାବିତ ହୋଇଛି ।
!-->!-->!-->…
