ଲିଙ୍ଗରାଜଙ୍କ ନୀତି ବନ୍ଦ
ସେବାୟତଙ୍କ ବିବାଦ ଯୋଗୁ ଆଜି ସନ୍ଧ୍ୟାଧୂପ ପୂର୍ବରୁ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ନୀତି ବନ୍ଦ ରହିଛି। ନୀତି ହୋଇ ନ ପାରିବାରୁ ରାତି ସାଢ଼େ ୯ଟାରେ ବଡ଼ୁ ସେବାୟତ ଠାକୁରଙ୍କ ପହୁଡ଼ ପକାଇଥିଲେ। ଫଳରେ ରାତିସାରା ଠାକୁରେ ଉପାସରେ ରହିଛନ୍ତି। ସୂଚନାଯୋଗ୍ୟ ଯେ ଠାକୁରଙ୍କୁ ଶୀତ…
