୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ
ଭୁବନେଶ୍ୱର: ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ । ଦିପାବଳୀ ପରେ ସ୍କୁଲ ଖୋଲିବା ନେଇ ମିଳିଥିବା ସୂଚନା ସତ ପ୍ରମାଣିତ ହୋଇଛି । ଆସନ୍ତା ନଭେମ୍ବର 15 ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ । ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ!-->…
