Odia News Portal

ଚିତ୍ତରଂଜନ ମୃତ୍ୟୁ ଘଟଣାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ

ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ଘଟଣାର ଛାନ୍ଭିନ୍ । ମୃତ୍ୟୁକୁ ୪ଦିନ ବିତି ଯାଇଥିଲେ ବି ପୋଲିସର ହାତ ଏବେବି ଖାଲି । ଘଟଣାର ତଦନ୍ତ କରୁଥିବା ଟିମ୍ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି ବୋଲି କହିଛନ୍ତି କ୍ରାଇମ୍ବ୍ରାଞ୍ଚ ଏଡିଜି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, କ୍ରାଇମ୍ବ୍ରାଞ୍ଚ

ବିହାରରେ ପଞ୍ଚୟତ ନିର୍ବାଚନ

ବିହାରର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ମଧ୍ୟରୁ ପ୍ରାୟ ୯୦% ବିଜେତା ନୂଆ ମୁହଁ। ନୂଆ କରି ରାଜନୀତିରେ ପ୍ରବେଶ କରି ବିଜୟୀ ହୋଇଥିବା ଏହି ପ୍ରତିନିଧିଙ୍କ ବୟସ ୨୧-୩୦ ବର୍ଷ ମଧ୍ୟରେ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିସନର ଦୀପକ ପ୍ରସାଦ। ଏମ୍ବିଏ ଡିଗ୍ରିଧାରୀ, ଶ୍ରମିକ,

ଓମିକ୍ରନ ଭାରିଏଣ୍ଟର ଲକ୍ଷଣ ସବୁଠୁ ଭୟଙ୍କର

ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି ଓମିକ୍ରନ ଭାରିଏଣ୍ଟ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡ଼ବ୍ଲ୍ୟୁଏଚଓ) ଅନୁଯାୟୀ, ଏହି ଭାରିଏଣ୍ଟ ବର୍ତ୍ତମାନ ଯାଏ ବିଶ୍ୱର ୭୭ ଟି ଦେଶକୁ ସଂକ୍ରମିତ କରିଛି । କରୋନାର ଅନ୍ୟ ଷ୍ଟ୍ରେନ ତୁଳନାରେ ଓମିକ୍ରନ ଦ୍ରୁତ ଗତିରେ ମାଡ଼ୁଥିବା କୁହାଯାଉଛି । ବ୍ରିଟେନରେ ଗୁରୁବାର

ପାଠ ପଢାକୁ ନେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କଲେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି

ଆସନ୍ତା ବର୍ଷ ଦୀର୍ଘ ୧୩ ଦଶନ୍ଧି ଅର୍ଥାତ ୧୩୦ ବର୍ଷ ପୂରଣ କରିବ ଗୋପାଳପୁରସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ଏତେ ପୁରୁଣା ଓ ଭବ୍ୟ ଶିକ୍ଷାନୁଷ୍ଠାନକୁ ଆଜି ପରିଦର୍ଶନରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଏସଡି ଡ. ଗୋପବନ୍ଧୁ ଦାଶ। ସେଠି ବିଦ୍ୟାଳୟର ସୁନ୍ଦର ପରିବେଶ

ବିବାହ କଲେ ପୱନଦୀପ-ଅରୁଣିତା:ଭାଇରାଲ ହେଉଛି ଫଟୋ

ଇଣ୍ଡିଆନ୍ ଆଇଡଲ୍-୧୨ର ପ୍ରତିଯୋଗୀ ଥିବା ଗାୟକ ପୱନଦୀପ ରାଜନ ଏବଂ ଅରୁଣିତାଙ୍କୁ ନେଇ ଖୁବ୍ ଚର୍ଚ୍ଚା ଚାଲିଥିଲା । ମଝିରେ ଦୁହିଁଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିଲା। କୁହାଯାଉଥିଲା କି ଦୁହିଁ ପ୍ରେମ ସମ୍ପର୍କରେ ଅଛନ୍ତି । ଏହା ବ୍ୟତୀତ ଦୁହିଁଙ୍କର ଏକ ଆଲବମ୍ ମଧ୍ୟ

ବିବାହ କଲେ ପୱନଦୀପ-ଅରୁଣିତା:ଭାଇରାଲ ହେଉଛି ଫଟୋ

ଇଣ୍ଡିଆନ୍ ଆଇଡଲ୍-୧୨ର ପ୍ରତିଯୋଗୀ ଥିବା ଗାୟକ ପୱନଦୀପ ରାଜନ ଏବଂ ଅରୁଣିତାଙ୍କୁ ନେଇ ଖୁବ୍ ଚର୍ଚ୍ଚା ଚାଲିଥିଲା । ମଝିରେ ଦୁହିଁଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଥିଲା। କୁହାଯାଉଥିଲା କି ଦୁହିଁ ପ୍ରେମ ସମ୍ପର୍କରେ ଅଛନ୍ତି । ଏହା ବ୍ୟତୀତ ଦୁହିଁଙ୍କର ଏକ ଆଲବମ୍ ମଧ୍ୟ

୫ ରାଜ୍ୟରେ ବିଧାନସଭା ନିର୍ବାଚନ

ଆଗାମୀ ବର୍ଷ ୨୦୨୨ ରେ ହେବାକୁ ଯାଉଛି ନିର୍ବାଚନ । ୟୁପି,ପଞ୍ଜାବ,ଉତ୍ତରାଖଣ୍ଡ,ମଣିପୁର ଓ ଗୋଆରେ ହେବ ନିର୍ବାଚନ । ସୂଚନାନୁଯାୟୀ ଶାସକ ଦଳ ପୁଣି କ୍ଷମତାକୁ ଫେରିବା କଷ୍ଟ କରହୋଇପାରେ ବୋଲି ଅନୁମାନ କରାଯାଉଛି । ଆଗକୁ ଆସୁଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନକୁ ନେଇ ଏକ ସର୍ଭେ ହୋଇଥିଲା

ତୃତୀୟ ଲହରୀ ମୁକାବିଲା ପାଇଁ ଆମେ ପ୍ରସ୍ତୁତ କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଜନସ୍ୱାସ୍ଥ୍ୟ ନିର୍ଦେଶକ କହିଛନ୍ତି କି ଯେତେ ରୋଗୀ ଚିହ୍ନଟ ହେଲେ ମଧ୍ୟ ତାଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁଁ ଆମେ ପ୍ରସ୍ତୁତ ରହିଛୁ। ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ନିଶ୍ଚିତ। ଯାହା ସରକାରଙ୍କର ନିୟମାବଳୀ ରହିଛି, ଆନ୍ତର୍ଜାତିକ ଯାତ୍ରୀଙ୍କର

ରାଜ୍ୟରେ ଆଉ ୧୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ୮୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୨.୦୭ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୨୭ ପ୍ରତିଶତ । ସଂକ୍ରମିତଙ୍କ

ପୁଣି ଧାରଣାରେ ବସିଲେ ତପସ୍ୱିନୀ

ସ୍ୱାମୀକୁ ନପାଇ ପୁଣି ଧାରଣାରେ ବସିଲେ ବୋହୁ ତପସ୍ୱିନୀ ଦାସ । ତପସ୍ୱିନୀ - ସୁମିତ ପାରିବାରିକ ବିବାଦ ଏବେ ଆଉ ଏକ ମୋଡ଼ ନେଇଛି। ତପସ୍ୱିନୀଙ୍କ ପିଟିସନ ଖାରଜ କଲେ କୋର୍ଟ । ଶାଶୂଘରେ ରହିବାକୁ ଅନୁମତି ଦେଲେନି SDJM । ଥାନାରେ ଅଭିଯୋଗ କରିବାକୁ ପରାମର୍ଶ ଦେଲେ । କୋର୍ଟଙ୍କ ଏଭଳି ରାୟ