ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୭.୭୫ ପ୍ରତିଶତ ।
ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୩୨ ପ୍ରତିଶତ । ସଂକ୍ରମିତଙ୍କ!-->!-->!-->…
