ଡିସେମ୍ବର ୧ ତାରିଖ ଠାରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଜାରି ରହିବ। ଏହି ସମୟ ମଧ୍ୟରେ ମୋଟ୍ ୨୬ଟି କାର୍ଯ୍ୟ ଦିବସ ରହିବ। ମୋଟ୍ ୫ଟି ଛୁଟି ଦିବସ ରହିବ। ଛୁଟି ଦିବସ ଗୁଡ଼ିକ ହେଲା ଯେ, ଡିସେମ୍ବର!-->…
