ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର , କେନ୍ଦ୍ରାପଡା , ଯାଜପୁର, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି!-->…
