ଟିକାକରଣରେ ରେକର୍ଡ କଲା ବିଏମସି
ଟିକାକରଣରେ ରେକର୍ଡ କଲା ବିଏମସି । ୨୦ ତାରିଖ ସୁଦ୍ଧା ମୋଟ ୨୯ ଲକ୍ଷ ୦୨ ହଜାର ୩୦୯ ଡୋଜ ଟିକା ଦିଆଯାଇଛି । ସେଥି ମଧ୍ୟରୁ ୧୫ ଲକ୍ଷ ୦୮ ହଜାର ୮୮୪ ପ୍ରଥମ ଡୋଜ ନେଇଥିବା ବେଳେ, ୧୩ ଲକ୍ଷ ୫୬ ହଜାର ୪୬୫ ଦ୍ୱିତୀୟ ଡୋଜ ଦିଆଯାଇଛି । ସେହିପରି ଭାବରେ ୧୫ ରୁ ୧୮ ବର୍ଷ କିଶୋର ବର୍ଗରେ ବର୍ତ୍ତମାନ!-->…
