ଆଜି ବଜେଟ ଅଧିବେଶନ ଆରମ୍ଭ
କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳ ୧୧ଟା ବେଳେ ପେପରଲେସ୍ ବଜେଟ୍ ଉପସ୍ଥାପନ କରିବେ। ସକାଳ ୮.୧୫ରେ ନିର୍ମଳା ସୀତାରମଣ ନିଜ ବାସଭବନରୁ ବାହାରି ସାରିଛନ୍ତି। ଏହା ପରେ ୯ଟାରେ ସେ ବ୍ରିଫ୍ କେସ୍ ସହ ନର୍ଥ ବ୍ଲକ୍ରୁ ରାଷ୍ଟ୍ରପତି ଭବନ ପାଇଁ ଗସ୍ତ କରିଛନ୍ତି। ରାଷ୍ଟ୍ରପତିଙ୍କ!-->…
