ମଝି ସମୁଦ୍ରରେ ଦିଗ ବଦଳାଇବ ବାତ୍ୟା
କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ- ଉତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ!-->…
