ଜଗନ୍ନାଥଙ୍କୁ ମିଳିଲା ବେଲ୍
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ । ଜାମିନ ଆବେଦନ ଶୁଣାଣୀ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜଗନ୍ନାଥ ପ୍ରଧାନଙ୍କ ସହ ଅନ୍ୟ ୫ ଅଭିଯୁକ୍ତ ମଧ୍ୟ କରିଥିଲେ ଜାମିନ ଆବେଦନ । ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍ଙ୍କ ନିକଟରେ ସମସ୍ତେ ଆବେଦନ କରିଥିଲେ । ତେବେ!-->…
