Odia News Portal

ଆସନ୍ତା ୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଏବେ ଶୀତଲହରୀ ଜାରି ରହିଛି । ଏହାରି ମଧ୍ୟରେ ଆସନ୍ତା ୧୩ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଅଧିକ ଘନୀଭୂତ ହେବ । ଏହାସହ ଆସନ୍ତା ୨ ଦିନ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ସବୁ ଦଳର ଯୁବ ଶାଖା ସକ୍ରିୟ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏବେ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସମେତ ଅନ୍ୟ ଛୋଟ ଛୋଟ ଦଳର ଯୁବଶାଖାଗୁଡିକ ବେଶ୍‍ ସକ୍ରିୟ ହୋଇ ଉଠିଛନ୍ତି । ସୁପ୍ତ ଅବସ୍ଥାରେ ଥିବା କଂଗ୍ରେସ ଓ ବିଜେପିର ଶାଖା କେବଳ ସକ୍ରିୟ ହୋଇ ନାହାନ୍ତି, ଏବେ ପରସ୍ପର

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଲାଗି ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ଶେଷ ହେବା ପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ ଖେଳିବ ଭାରତ । ଦଳର ବହୁ ଅଭିଜ୍ଞ ଖେଳାଳୀଙ୍କୁ ବିଶ୍ରାମ ଦିଆଯାଇଛି । ତେବେ ଯୁବ ବାହିନୀ କେମିତି ତାଉପରେ ରହିଛି ମସ୍ତଙ୍କ ନଜର । ଉଭୟ ଟେଷ୍ଟ ମ୍ୟାଚରୁ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଥିବାବେଳେ

ପୂର୍ବ ଭାରତର ଉତ୍ପାଦକ ହେବ ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶାକୁ ପୂର୍ବ ଭାରତ ଉତ୍ପାଦନ ହବ୍ ଭାବେ ଗଢ଼ିତୋଳିବା ନେଇ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନା ସାକାର ହେବାକୁ ଯାଉଛି । ଓଡ଼ିଶାର ଶିଳ୍ପ ଭିତ୍ତିଭୂମିକୁ ନୂଆ ରୂପଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍ କୁମାର

ପୂର୍ବ ଭାରତରେ ପ୍ରଥମ, ସମ୍ ହସପିଟାଲରେ ଅତ୍ୟାଧୁନିକ ଅଟୋମେଟେଡ୍ ସିବିସି ଆନାଲାଇଜର ଉପଲବ୍ଧ

ଭୁବନେଶ୍ୱ ର : ଉତମ ରୋଗୀ ସେବା କ୍ଷେତ୍ର ରେ ସବୁବେଳେ ଆଗଧାଡ଼ ିରେ ରହି ନୂତନ ଜ୍ଞ୍ୟାନ କୌଶଳ ସମ୍ପନ୍ନ ଓ ଅତ୍ୟାଧୁନିକ ସରଞ୍ଜାମ ଆପଣେଇବାରେ ଅଗ୍ର ଣୀ ଥିବା ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସପିଟାଲ ଲାବୋରେଟୋରୀ ହେମାଟୋଲୋଜି କ୍ଷେତ୍ରରେ ଏକ ବଡ ପଦକ୍ଷେପ ନେଇଛି ।

ସମରେ ବିଶ୍ୱ ନିମୋନିଆ ଦିବସ ପାଳିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡି କାଲ ସାଇନସେସ୍ଆଣ୍ଡ ସମ୍ ହସପିଟାଲର ଶିଶୁ ରୋଗ ବିଭାଗ ପକ୍ଷରୁ ବିଶ୍ୱ ନିମୋନିଆ ଦିବସ ପାଳିତ ହୋଇଯାଇଛି । ଶିଶୁ ମାନଙ୍କୁ କିଭଳି ନିମୋନିଆ ରୋଗରୁ ରକ୍ଷା କରାଯାଇପାରିବ, ଠି କ୍ ସମୟରେ ଟୀକାକରଣ କରାଯିବ

ବିରୋଧୀଙ୍କ ହରତାଳ ରାଜନୀତିକୁ ଓଡ଼ିଶା ଡେଭଲପମେଣ୍ଟ ୱାଚରର ସମାଲୋଚନା

ଭୁବନେଶ୍ୱର: ମମିତା ମେହେର ପ୍ରସଙ୍ଗକୁ ନେଇ ବିରୋଧୀମାନେ ଗର୍ଜୁଛନ୍ତି । କେତେବେଳେ ଜିଲ୍ଲାପାଳଙ୍କ ଅଫିସ ଘୋରାଉ କଲେଣି ତ ଆଉ କେତେବେଳେ ନବୀନ ନିବାସ ଘେରାଉ କରିବାକୁ ବାହାରୁଛନ୍ତି ବିରୋଧୀ । ତେବେ ଆଜି ମମିତା ମେହେର ହତ୍ୟା ମାମଲାକୁ ନେଇ କଂଗ୍ରେସର ହରତାଳକୁ ନେଇ ସମାଲୋଚନା କରିଛି

କଂଗ୍ରେସର ହରତାଳ ‘ଜୋକ୍‍’ରେ ପରିଣତ ହୋଇଛି: ବିଜେଡି

ଭୁବନେଶ୍ୱର: ଓଡିଶା କଂଗ୍ରେସର ଆଜିର ହରତାଳ ଏକ ଜୋକ୍‍ରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ଓଡିଶା ବିଜେପି ଦ୍ୱାରା ପ୍ରାୟୋଜିତ ଓଡିଶା କଂଗ୍ରେସର ଏହି ହରତାଳ ୪.୫ କୋଟି ଲୋକଙ୍କ ପାଇଁ ଏକ ନିଷ୍ଠୁରତା ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।

ଆରବିଆଇ ରିଟେଲ ଡାଇରେକ୍ଟ ଏବଂ ସମନ୍ୱିତ ଲୋକପାଳ ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ରିଟେଲ ଡାଇରେକ୍ଟ ଯୋଜନା ଏବଂ ସମନ୍ୱିତ ଲୋକପାଳ ଯୋଜନା ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଛି । ଏହି ଦୁଇ ଗ୍ରାହକ କୈନ୍ଦ୍ରିକ ଯୋଜନାକୁ ପ୍ରଧାନମନ୍ତ୍ରୀ ଭର୍ଚୁଆଲ ପଦ୍ଧତିରେ ଶୁଭାରମ୍ଭ

ଓଡ଼ିଶାରେ ୪ କୋଟି ଟପିଲା ଟିକାଦାନ

ଭୁବନେେଶ୍ବର : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ପାର କଲା ଓଡ଼ିଶା । ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ