Odia News Portal

କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡମାଡ଼

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରା ଟୋନିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି କଂଗ୍ରେସ କର୍ମୀ । ମୁଣ୍ଡୁଳୀରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଆସୁଥିବା ବେଳେ ଭୁବନେଶ୍ୱର ଏୟାରପୋର୍ଟ ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ଗାଡ଼ି ଉପରକୁ

ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ସାଇକେଲ ରାଲି

ଭୁବନେଶ୍ୱର: ଅହେତୁକ ଦରଦାମ ବୃଦ୍ଧିକୁ ନେଇ ସାଧାରଣ ଲୋକ ହନ୍ତସନ୍ତ ହେଉଛନ୍ତି । ଯାହାର ପ୍ରତିବାଦ କରିବା ଲାଗି ନିଆରା ଢ଼ଙ୍ଗରେ ଉପସ୍ଥାପନା କରିଛି ବିଜେଡି । ପାର୍ଟି ଅଫିସରୁ ଏକ ସାଇକେଲ ରାଲିରେ ବାହାରିଛନ୍ତି ବିଜେଡି କର୍ମୀ । ରାଜଭବନକୁ ଯାଇ ରାଜ୍ୟପାଳଙ୍କୁ ଭେଟିବା ସହ କେନ୍ଦ୍ର

ଆଜି କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ କରୁଛି ବିଜେଡି

ଭୁବନେଶ୍ୱର: ଅସହ୍ୟ ଦରଦାମ ବୃଦ୍ଧି ସାଧାରଣ ଖାଉଟିଙ୍କ ଉପରେ ବୋଝ ସଦୃଶ ହୋଇଛି । ଲୋକେ ଆଉ ପନିପରିବା କିଣୁନାହାନ୍ତି । ଖାଇବା ତେଲ ସହ ପେଟ୍ରୋଲ ଡିଜେଲ ବି ମହଙ୍ଗା । ଦରଦାମ ବୃଦ୍ଧି ପାଇଁ କେନ୍ଦ୍ରର ଭୁଲ୍ ନୀତିକୁ ଦାୟୀ କରି ଆଜିଠାରୁ ରାସ୍ତାକୁ ଓହ୍ଲାଇଛି ବିଜେଡି । ଦରଦାମ ବୃଦ୍ଧି

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ପ୍ରବାଦ ପୁରୁଷ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଜି ଜୟନ୍ତୀ । ଏହି ଅବସରରେ ଲୌହମାନବଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ସ୍ୱାଧୀନତା ସଂଗ୍ରାମ ଓ ସ୍ୱାଧୀନତା ପରବର୍ତ୍ତୀ ଦେଶର

ଜାଣନ୍ତୁ ବାବାଙ୍କୁ ପ୍ରାର୍ଥନା କରିବେ କିପରି?

ଭୁବନେଶ୍ୱର: ଶୁଦ୍ଧ ପ୍ରେମ ହିଁ ଆନ୍ତରିକ ପ୍ରାର୍ଥନା । ତମେ ବିଧିବଦ୍ଧ ଭାବେ ପ୍ରାର୍ଥନା କରବ । ନ କର ସେଥିରେ କିଛି ଯାଏ ଆସେ ନାହିଁ । ତମେ ବାବାଙ୍କୁ ପ୍ରେମ କରୁଚ ତାହା ହିଁ ତାଙ୍କର ଶ୍ରେଷ୍ଠ ନିରାଜନା । ମନର ଅବସ୍ଥା ଭଲ ନଥିବାବେଳେ ବାହ୍ୟିକ ପ୍ରାର୍ଥନା କରିପାରୁନାହିଁ ବୋଲି ଶୋଚନା

ଜାଣନ୍ତୁ ଖାଇବା ପରେ ନିଦ କାହିଁକି ଆସେ

ଭୁବନେଶ୍ବର: ଏମିତି ବି କେତେକ ଖାଦ୍ୟ ଅଛି ଯାହାକୁ ଖାଇବାମାତ୍ରେ ନିଦ ଆସେ। ଆମମାନଙ୍କ ଭିତରୁ ଅନେକ ଲୋକଙ୍କର ଏପରି ଧାରଣା ଯେ ଖାଇ ସାରିଲେ ଶୋଇବା ସ୍ୱାସ୍ଥ୍ୟପକ୍ଷେ ଭଲ। ଆଉ କିଛି ଲୋକ ମନେ କରନ୍ତି ଯେ ଖାଇ ଶୋଇଲେ ବଢ଼ଇ ଆୟୁ। କେତେକ ଲୋକ କୁହନ୍ତି ଯେ ଖାଇବା ପରେ ସେମାନଙ୍କୁ ନିଦ

ସୈନିକ ସ୍କୁଲ୍ ପ୍ରବେଶିକା ପରୀକ୍ଷା ଆବେଦନ ଫର୍ମ ଦାଖଲର ତାରିଖ ବୃଦ୍ଧି

ଭୁବନେଶ୍ୱର: ଅଲ ଇଣ୍ଡିଆ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ଅନଲାଇନ ଆବେଦନ ଫର୍ମ ଦାଖଲ କରିବାର ତାରିଖ ଆସନ୍ତା ନଭେମ୍ବର ୫ ତାରିଖକୁ ବୃଦ୍ଧି କରାଯାଇଛି । ଏନେଇ ଆଜି ଭୁବନେଶ୍ୱର ସୈନିକ ସ୍କୁଲ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରିନ୍ସପାଲ୍, ସୈନିକ ସ୍କୁଲ୍ ଭୁବନେଶ୍ୱର, ଗ୍ରୁପ୍ କ୍ୟାପଟେନ୍

କାର୍ତ୍ତିକ ଦ୍ୱିତୀୟ ସୋମବାରରେ ଧବଳେଶ୍ୱର ପୀଠରେ ଲାଗିବ ୧୪୪ ଧାରା

ଆଠଗଡ଼: ଚାଲିଛି କାର୍ତ୍ତିକ ମାସ । ସାଧାରଣତଃ କାର୍ତ୍ତିକ ମାସରେ ଶୌବ ପୀଠ ଗୁଡିକରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥାଏ । ଏହାକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ଶୈବପୀଠ ବାବା ଧବେଳେଶ୍ୱରଙ୍କ ପୀଠରେ ଦ୍ୱିତୀୟ ସୋମବାରରେ ୧୪୪ ଧାରା ଜାରି କରିଛି ଆଠଗଡ ପ୍ରଶାସନ।ଭୋର ୪ ଟା ରୁ ରାତି ୧୦ଟା

ବିଜେଡ଼ିର ଗଡ଼ ନୟାଗଡ଼, ଜାଣନ୍ତୁ ରାଜନୀତିର ଭିତିରି କଥା

ଭୁବନେଶ୍ୱର: ରାଜ୍ୟରେ ଶାସକ ଦଳ ବିଜେଡ଼ି ନିଜର ଦବଦବା ଜାରି ରଖିଛି । ନବୀନଙ୍କ ଗୁଗଲୀ ଆଗରେ ବୋଲ୍ଡ ହେଉଛନ୍ତି ବିରୋଧୀ । ତେବେ ନୟାଗଡ଼ ଜିଲ୍ଲାରେ ବିଜେଡ଼ି ବାରମ୍ବାର ବିଜୟ ହୋଇ ଆସୁଛି । ଜିଲ୍ଲାର ୪ଟି ଯାକ ନିର୍ବାଚନ ମଣ୍ଡଳୀରେ ବିଜୟ ବାନା ଉଡ଼ାଇ ଆସୁଛି ବିଜେଡ଼ି । ନେତା ପରିବର୍ତ୍ତନ

ଅଡ଼ୁଆରେ ସବ୍ୟସାଚୀ

ନୂଆଦିଲ୍ଲୀ: ହିନ୍ଦୁ ବିବାହିତ ନାରୀଙ୍କ ଲାଗି ମଙ୍ଗଳସୂତ୍ର ହେଉଛି ବହୁ ଗୁରୁତ୍ୱପୂର୍ଣ୍ଣ । ତେବେ ମଙ୍ଗଳସୂତ୍ରର ବିଜ୍ଞାପନକୁ ଅଶାଳିନ ଭାବେ ଦର୍ଶାଇଥିବା ଅଭିଯୋଗ ଆସିଛି ଅଭିନେତ୍ରୀ ସବ୍ୟସାଚୀ ମୁଖାର୍ଜୀଙ୍କ ନାଁରେ । ସେ ଅର୍ଦ୍ଧଲଗ୍ନ ହୋଇ ଜଣେ ପୁରୁଷଙ୍କ ସହ ରହି ମଙ୍ଗଳସୂତ୍ରର ବିଜ୍ଞାପନ