Odia News Portal

ଉତ୍କଳ ବିଶ୍ୱବିଦ୍ୟାଳୟର ଆଜି ପ୍ରତିଷ୍ଠା ଦିବସ

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ ପାଳନ ହେବ । ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ କକ୍ଷ (କନଭୋକେସନ୍‌ ହଲ୍‌)ରେ ସକାଳ ୧୦ଟା ୩୦ରେ ହେବାକୁ ଥିବା ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ । ସେହିପରି

କୋରାପୁଟରେ ଆରମ୍ଭ ହେବ ନୂଆ ଅଧ୍ୟାୟ

ଶନିବାର ବିଏସକେଓ୍ୱାଇରେ ଯୋଡିହୋଇଛି କୋରାପୁଟ । କୋରାପୁଟ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ସଭାଗୃହରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ

ଓଡିଆର ପର୍ବ ପ୍ରଥମାଷ୍ଠମୀରେ ଜ୍ୟେଷ୍ଠ ସନ୍ତାନଙ୍କୁ ବନ୍ଦାପନା

ଶନିବାର ପୋଢୁଆଁଷ୍ଟମୀ ବା ପ୍ରଥମାଷ୍ଟମୀ । ମାର୍ଗଶୀର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ‘ପ୍ରଥମାଷ୍ଟମୀ’ ପାଳନ କରାଯାଏ । ଓଡ଼ିଶାର ଏହା ଏକ ପାରମ୍ପରିକ ପର୍ବ । ପ୍ରତ୍ୟେକ ଓଡ଼ିଆ ଘରେ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ କାମନା ପାଇଁ ପୂଜାବିଧି ଅନୁଷ୍ଠିତ

ପ୍ରତିଭାବାନ ଛାତ୍ର ପାଠ ପଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ପଠାଇଲେ ଆଡମିଶନ ଖର୍ଚ୍ଚ

ସ୍ୱାଧିକାର ନ୍ୟୁଜ : ଅର୍ଥ ଅଭାବରୁ ପାଠରେ ଡୋରୀ ବନ୍ଧା ହୋଇଥାନ୍ତା । କିନ୍ତୁ ତାର ପାଠ ପଢ଼ିବା ସ୍ୱପ୍ନକୁ ପୁରା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡା ତହସିଲର ତାରାଚାନ୍ ରଣାଙ୍କ ଇଂଜିନିୟରିଂ ପାଠପଢ଼ା ପାଇଁ ଆଡମିଶନ ଖର୍ଚ୍ଚ ବାବଦ ୯୬,୫୦୦ ଟଙ୍କା

କୁବେର ଜେଇଙ୍କ ଘରୁ ପୁଳାପୁଳା ଟଙ୍କା ଜବତ

ସ୍ୱାଧିକାର ନ୍ୟୁଜ : କୁବେର କନିଷ୍ଠ ଯନ୍ତ୍ରୀଙ୍କ ପାଖରୁ ପୁଳା ପୁଳା ଟଙ୍କା ଜବତ ହୋଇଛି । ଅମାପ ସମ୍ପତିର ଅଧିକାରୀ ହେଉଛନ୍ତି ଆଇଟିଡିଏର ଜେଇ ସନ୍ତୋଷ ଦାସ । ଭିଜିଲାନ୍ସ ଚଢ଼ାଉ ବେଳେ ତାଙ୍କ ଘରୁ ମୋଟ ୪୧ଲକ୍ଷ ୭୭ ହଜାର ଟଙ୍କା ସହ ୬୫୯ ଗ୍ରାମ ସୁନା ଜବତ କରାଯାଇଛି । ଭୁବନେଶ୍ୱର ବଡଗଡ

ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ

ସ୍ୱାଧିକାର ନ୍ୟୁଜ : ଇଡିରେ ହାଜର ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀ । ଅଭୟକାନ୍ତ ପାଠକ ଓ ଆକାଶ ପାଠକଙ୍କୁ ଜେରା ବେଳେ ଶ୍ରୁତିଙ୍କ ଆକାଉଣ୍ଟକୁ ଟଙ୍କା କାରବାର ହୋଇଥିବା ଜାଣିବାକୁ ପାଇଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସେହି ଲିଙ୍କରେ

ଅନନ୍ତଙ୍କ ଟାର୍ଗେଟରେ ଅପରାଜିତା

ସ୍ୱାଧିକାର ନ୍ୟୁଜ : ସାଂସଦ ଅପରାଜିତା ଷଢ଼ଙ୍ଗୀଙ୍କୁ ଅଣ୍ଡାମାଡ ଘଟଣାରେ ତେଜିବାରେ ଲାଗିଛି ରାଜନୀତି । ବିଜେଡି ବିରୋଧରେ ବିଷୋଦଗାର କରିଥିଲେ ଅପରାଜିତା । ଏବେ ଅପରାଜିତାଙ୍କୁ କାଉଣ୍ଟର କରିଛନ୍ତି ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା । ଶାନ୍ତ ଓଡିଶାକୁ ବିହାର ଭଳି ଅଶାନ୍ତ କରିବାକୁ

କଟକରେ ଧଳାଜହର କାରବାର : ଜଣେ ଗିରଫ

ସ୍ୱାଧିକାର ନ୍ୟୁଜ : କଟକରେ ଧଳାଜହର କାରବାର ବେଳେ ମାଡି ବସିଲା ପୁଲିସ । ଲାଲବାଗ ଅଂଚଳରୁ ୨୭୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । କାରବାରରେ ସମ୍ପୃକ୍ତି ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି ପୁଲିସ । ଅଭିଯୁକ୍ତର ନାଁ ରାଜା ବସ୍ତିଆ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ,

ଅପରାଜିତାଙ୍କୁ ଅଣ୍ଡାମାଡ ଘଟଣା : ନିନ୍ଦା କଲା ରାଜ୍ୟ ବିଜେପି

ସ୍ୱାଧିକାର ନ୍ୟୁଜ : ସାଂସଦ ଅପରାଜିତା ଷଢଙ୍ଗୀଙ୍କୁ ଅଣ୍ଡାମାଡ ଘଟଣାକୁ ରାଜ୍ୟ ବିଜେପି ନିନ୍ଦା କରିଛି । ସଭାପତି ସମୀର ମହାନ୍ତି ସାମ୍ବାଦିକ ସମ୍ମିଳନୀ ଡାକି ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ ମହିଳା କେତେ ଅସୁରକ୍ଷିତ ତାହା ଏହି ଘଟଣା ପ୍ରମାଣିତ କରୁଛି ବୋଲି ସେ କହିଛନ୍ତି ।

କରୋନାରୁ ସୁସ୍ଥ ହେଲେ ସୁର ରାଉତରାୟ

ସ୍ୱାଧିକାର ନ୍ୟୁଜ : କରୋନାରୁ ମୁକ୍ତ ହେଲେ କଂଗ୍ରେସ ବିଧାୟକ ସୁର ରାଉତରାୟ । ଆଜି ସୁରଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିବା ପରେ ସେ ସମସ୍ତଙ୍କୁ ସାଟିଫିକେଟ୍ ଦେଖାଇଛନ୍ତି । କରୋନରୁ ମୁକ୍ତ ହେବା ପରେ ଖୁସି ଜାହିର କରିଛନ୍ତି ସୁର । କହିଛନ୍ତି ସଂଗରୋଧରେ ରହିବା ଜେଲରେ ରହିବା ସହ ସମାନ