ଆଜିଠୁ ଆରମ୍ଭ ହେବ ହକି ବିଶ୍ୱକପ୍
ଆଜିଠୁ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଚାଲିବ ହକି ମହାସମର । ଡିସେମ୍ବର ୫ ଯାଏଁ କଳିଙ୍ଗରେ ଖେଳାଯିବ ଜୁନିୟର ହକି ବିଶ୍ୱକପ । କରୋନା ପାଇଁ ଉଦଘାଟନୀ ଉତ୍ସବକୁ ନିରାଡମ୍ବର କରାଯାଉଥିବାବେଳେ ଉଦଘାଟନି ମ୍ୟାଚରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଏଫଆଇଏଚ୍ ସଭାପତି ନରିନ୍ଦ୍ରର ବାତ୍ରା!-->…
