Odia News Portal

ବିଶ୍ୱ ଶିଶୁ ଦିବସରେ ରେଡିଓ ଜକିଙ୍କ ଭୂମିକା ନିଭାଇଲେ ଶିଶୁ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ କମ୍ୟୁନି ଟି ରେଡିଓ ପକ୍ଷରୁ ଶନି ବାର ବିଶ୍ୱ ଶିଶୁ ଦିବସ ପାଳନ ଅବସରରେ ଶିଶୁମାନେ ବିଭିନ୍ନ ପ୍ରଶ୍ନ ପଚାରିବା ଓ ଆଲୋଚନାରେ ଭାଗ ନେଇ ଗୋଟିଏ ଦି ନ ପାଇଁ ରେଡିଓ ଜକିଙ୍କ ଭୂମିକା ନିଭାଇଛନ୍ତି । ଭୁବନେଶ୍ୱ ର ସ୍ଥିତ ଗାଇଡାନ୍ସ

୨୪ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ଯଜ୍ଞର ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ଯୋଗଦେବେ…

ପୁରୀ : ବହୁ ପ୍ରତିକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ସୋମବାରଠାରୁ ତିନି ଦିନିଆ ଯଜ୍ଞ ଆରମ୍ଭ ହୋଇଛି। ରବିବାର ଅଙ୍କୁରାରୋପଣ, ଅଧିବାସ ବିଧି ସମ୍ପର୍ଣ୍ଣ ହେବା ପରେ ସକାଳୁ ଯଜ୍ଞ ପାଇଁ କାର୍ଯ୍ୟ ଆରମ୍ଭ ହୋଇଥିଲା। ଅପରାହ୍ନରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ବାରା ଯଜ୍ଞ

ଶାହାରୁଖ ଖାନଙ୍କ ବିଶାଳ ଛକାରେ ତାମିଲନାଡ଼ୁ ହେଲା ସୟଦ ମୁସ୍ତାକ ଅଲ୍ଲୀ ଟ୍ରଫି ଚାମ୍ପିୟନ

ନୂଆଦିଲ୍ଲୀ: ଫାଇନାଲରେ ଦମଦାର ଖେଳ । ବିଶାଳ ଛକା ମାରିଲେ ଆଉ ଦଳକୁ ଚାମ୍ପିୟନ କରାଇଲେ । ତାମିଲନାଡ଼ୁ ଦଳର ଭରସାଯୋଗ୍ୟ ବ୍ୟାଟ୍ସମ୍ୟାନ ଶାହାରୁଖ ଖାନଙ୍କ ଦମଦାର ବ୍ୟାଟିଂ ଆଗରେ ହାର ମାନିଛି କର୍ଣ୍ଣାଟକ । ଲଗାତାର ଦ୍ୱିତୀୟ ଥର ପାଇଁ ଏହି ଟାଇଟଲ ହାତେଇଛି ତାମିଲନାଡୁ । ଦିଲ୍ଲୀରେ

ମହାପ୍ରଭୁଙ୍କ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର

ପୁରୀ: ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ । ସିଂହଦ୍ୱାର ନିକଟରେ ପହଂଚିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ନିଆଯାଇଥିଲା ।

ସୁପରଷ୍ଟାର କମଲ ହାସନଙ୍କୁ କରୋନା

ଚେନ୍ନାଇ: ସୁପରିଚିତ ଅଭିନେତା ତଥା ରାଜନେତା କମଲ ହାସନଙ୍କୁ କରୋନା । କମଲ କରୋନା ସଂକ୍ରମିତ ହେବା ସହ ସେ ହୋମ ଆଇସୋଲେସନରେ ଥିବା ଟ୍ୱିଟ୍ କରି ଜଣାଇଛନ୍ତି । ତେବେ ସେ ଏହା ପୂର୍ବରୁ ୟୁଏସ ଗସ୍ତରେ ଥିଲେ । ଆଉ ସେଠାରୁ ଫେରିବା ପରେ କରୋନା ଆକ୍ରାନ୍ତ ହୋଇଛନ୍ତି । ସେ ତାଙ୍କ ଟ୍ବିଟର

ଲାଞ୍ଚ ନେଉଥିଲେ, ଧରା ପଡ଼ିଲେ

ନୂଆପଡ଼ା: ମହଙ୍ଗା ପଡ଼ିଲା ଲାଞ୍ଚ ନେବା । ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ନୂଆପଡା ଜିଲ୍ଲା ସିନାପାଲି ବ୍ଲକ୍ର ଆଇସିଡିଏସ ସୁପରଭାଇଜର ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସିନାପାଲି ବ୍ଲକ୍ –ସାଗୁନଭାଡି -୨ ଅଙ୍ଗନବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତି ପାଇଁ ବିକାଶ ରଞ୍ଜନ ବାଗ୍ଙ୍କଠାରୁ

ବଳଦେବଜୀଉଙ୍କ ମନ୍ଦିର ନିକଟରେ ଅଗ୍ନିକାଣ୍ଡ

କେନ୍ଦ୍ରାପଡା: ଅଗ୍ନିକାଣ୍ଡରେ ଭୋଗ ଦୋକାନ ଭସ୍ମୀଭୂତ। କେନ୍ଦ୍ରାପଡା ବଳଦେବଜୀଉଙ୍କ ମନ୍ଦିର ନିକଟରେ ଭୟାବହ ଅଗ୍ନିକାଣ୍ଡ।  ମନ୍ଦିର ବାହାରେ ଥିବା ଆମଣିଆ ଭୋଗ ଦୋକାନରେ ନିଆଁ ଲାଗିଯିବାରୁ ସମ୍ପୂର୍ଣ୍ଣ ଦୋକାନଟି ପୋଡି ପାଉଁଶ ହୋଇଯାଇଛି। ଆଜି ସକାଳୁ ସକାଳୁ ଦୋକାନର ମାଲିକ ପ୍ରଦୀପ ସାହୁ

ଦିଲ୍ଲୀରେ ଦିଦି

ନୂଆଦିଲ୍ଲୀ: ଶୀତ ଅଧିବେଶନ ଆଗାମୀ ୨୯ ତାରିଖରୁ ଆରମ୍ଭ ହେବ ଯାଉଛି। ଶୀତ ଅଧିବେଶନ ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ ସୁପ୍ରିମୋ ମମତା ବାନାର୍ଜୀ ଆଜି | ତିନି ଦିନିଆ ଦିଲ୍ଲୀ ଗସ୍ତରେ ଆସୁଛନ୍ତି। ସେଠାରେ ମମତା ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀରେ ପହଞ୍ଚି

କନ୍ଧମାଳରେ ନିର୍ମାଣ ହେବ ମେଡିକାଲ କଲେଜ

କନ୍ଧମାଳ: କନ୍ଧମାଳରେ ହେବ ମେଡ଼ିକାଲ କଲେଜ । 5ଶହ ଶଯ୍ୟାବିଶିଷ୍ଟ ମେଡିକାଲ୍ କଲେଜ ଓ ହସପିଟାଲ କାମ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟେପଟେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବିତରଣ କାର୍ଯ୍ୟକ୍ରମ ଜାରି ରହିଛି ଅନ୍ୟପଟେ ଜିଲ୍ଲାରେ

ଓଡ଼ିଶା ପ୍ରାକୃତିକ ସମ୍ପଦର ଅଡିଟ୍ କରିବ ସିଏଜି

ଭୁବନେଶ୍ୱର: ପ୍ରାକୃତିକ ସମ୍ପଦ ଓ ଲୋକାଲ୍ ବଡିର ଅଡିଟ୍ ହେବ । ଏନେଇ ଭୁବନେଶ୍ୱରରେ ସିଏଜି ଗିରିଶଚନ୍ଦ୍ର ମୁର୍ମୁ ସୂଚନା ଦେଇଛନ୍ତି । ଖଣିଗୁଡିକରେ କେତେ ମୂଲ୍ୟର ପ୍ରାକୃତିକ ସମ୍ପଦ ରହିଛି, ସେନେଇ ଅଡିଟ୍ ହେବ । ଏହା ସହ କେତେ ଟଙ୍କା ଖର୍ଚ୍ଚ ହେଉଛି ଓ ସରକାରଙ୍କୁ କେତେ ଲାଭ ଦେଉଛି ସେନେଇ