ଆଜି ରାଜ୍ୟରେ ୧୦ ହଜାର ୨୭୩ କରୋନା ଆକ୍ରନ୍ତ ଚିହ୍ନଟ
ଓଡିଶାରେ ୨୪ ଘଣ୍ଟାରେ ଆଉ ୧୦ହଜାର ୨୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗତକାଲି ସଂକ୍ରମିତ ହୋଇଥିଲେ ୧୦ ହଜାର ୫୯ । ଖୋର୍ଦ୍ଧାରୁ ସର୍ବାଧିକ ୩ହଜାର ୪୯୬ ନୂଆ କେସ୍ ରହିଛି । ସେଥି ମଧ୍ୟରୁ ସଙ୍ଗରୋଧରୁ ୫୯୬୨ ଏବଂ ସ୍ଥାନୀୟ ଅଞ୍ଚଳରୁ ୪୩୧୧ ଜଣ । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସ୍କ!-->…
