Odia News Portal

ଅନେକଙ୍କ ଭବିଷ୍ୟତ ନଷ୍ଟ କରିଦେବ ଅଣ୍ଡାମାଡ, ଥାନାକୁ ଦଉଡିବେ ଅନେକ

ଭୁବନେଶ୍ୱର : ରାଜ୍ୟରେ ଏବେ ଅଣ୍ଡାମାଡ ଟ୍ରେଣ୍ଡ ଚାଲିଥିବାବେଳେ ଏହା ଅନେକ ଯୁବକ ଗୋଷ୍ଠିକଙ୍କ ଭବିଷ୍ୟତକୁ ନଷ୍ଟ କରିଦେବ । ଅଣ୍ଡାମାଡରେ ମାତିଥିବା ଅନେକ ଯୁବକ ନିଜ ଅଜଣାତରେ ମାମଲା ଖାଇବେ ଓ ସବୁକିଛି ଥମି ଗଲାପରେ କୋର୍ଟ କଚେରୀ ଓ ଥାନାକୁ ଦଉଡିବେ ବୋଲି ସୁରକ୍ଷା ବିଶେଷଜ୍ଞମାନେ ମତ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି

ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଭାରତର ସ୍ୱାଧିନତା ସଂଗ୍ରାମୀ ତଥା ବୀର ବିପ୍ଲବୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଆଜି ହେଉଛି ଜୟନ୍ତୀ । ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ନିଜର ସୋସିଆଲ ମିଡିଆ ସାଇଟ୍ ଟ୍ୱିଟରରେ ଲେଖିଛନ୍ତି କି, ବିପ୍ଳବୀ ସ୍ୱାଧୀନତା ସଂଗ୍ରାମୀ ଶହୀଦ

ବଦଲା ନେଲା ଟିମ୍ ଇଣ୍ଡିଆ

କୋଲକାତା: ଆଇସିସିର ବଡ଼ ବଡ଼ ଟୁର୍ଣ୍ଣାମେଣ୍ଟରେ ଲଗାତାର ଭାବେ ଭାରତକୁ ହରାଇଥିବା ନ୍ୟୁଜିଲାଣ୍ଡଠାରୁ ବଦଲା ନେଇଛି ଟିମ୍ ଇଣ୍ଡିଆ । ନ୍ୟୁଜିଲାଣ୍ଡ୍ ବିପକ୍ଷ ଟ୍ବେଣ୍ଟି-୨୦ ଶୃଙ୍ଖଳାକୁ ଭାରତ ୩-୦ରେ ମୂଳପୋଛ ଭାବେ ଜିତିନେଇଛି। ରବିବାର ତୃତୀୟ ତଥା ଶେଷ ମ୍ୟାଚ୍ରେ ଭାରତ ୭୩ ରନ୍ରେ ବିଜୟୀ

ଆଜିଠୁ ଗ୍ୟାସ ଦର ବୃଦ୍ଧିକୁ ନେଇ ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର: ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆଜିଠାରୁ ରାଜ୍ୟରେ ଶାସକ ବିଜେଡିର ତିନିଦିନିଆ ଆନ୍ଦୋଳନ । ଆଜି କଟକ ଆରଡିସି ଅଫିସ ଘେରିବ ବିଜେଡି ଛାତ୍ର, ଯୁବ ଓ ମହିଳା ସଂଗଠନ । କେନ୍ଦ୍ରାଞ୍ଚଳ ରାଜସ୍ୱ ଡିଭିଜନର ସବୁ ବ୍ଲକରେ ମଧ୍ୟ ଆନ୍ଦୋଳନ ହେବ । ଆସନ୍ତାକାଲି ସମ୍ବଲପୁର ଓ ୨୪ ତାରିଖରେ

ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଦିବାସୀବହୁଳ, ପାହାଡ଼ ଓ ଜଙ୍ଗଲରେ ଭରା ଅନେକ ଦୁର୍ଗମ ଅଞ୍ଚଳ ଥିବା ଏହି ଜିଲ୍ଲାର ବାସିନ୍ଦା ଯେଭଳି ସହଜରେ ସୁଲଭ ଓ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇପାରିବେ ସେଥିପାଇଁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ

ପତ୍ନୀ ଅନୁଷ୍କାଙ୍କ ସହ ଫଟୋ ସେୟାର କଲେ କୋହଲି

ମୁମ୍ବାଇ: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଟି-୨୦ ସିରିଜ ପାଇଁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। କ୍ରିକେଟ୍ ରୁ ଏହି ବିରତିକୁ ବିରାଟ ତାଙ୍କ ପରିବାର ସହିତ ବିତାଉଛନ୍ତି | ରବିବାର ଦିନ ସେ ସୋସିଆଲ ମିଡିଆରେ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହ ଏକ ସେଲଫି ସେୟାର

ପୁରୁଷଙ୍କ ଚେହେରାକୁ ଆକର୍ଷଣୀୟ ବନାଇବ ଏହିସବୁ ଫେସପ୍ୟାକ୍

ଯୁବତୀମାନଙ୍କ ଭଳି ପୁରୁଷମାନଙ୍କ ମୁହଁରେ ମଧ୍ୟ ବ୍ରଣ, ଦାଗ , ବ୍ଲାକହେଡସ ଇତ୍ୟାଦି ବାହାରିଥାଏ। ନିଜର ତ୍ବଚାକୁ ରକ୍ଷା କରିବା ପାଇଁ ବିଭିନ୍ନ ପ୍ରକାରର ଉପାୟକୁ ଆପଣେଇଥାନ୍ତି। ଆଉ ଯୁବତୀମାନଙ୍କ ତୁଳନାରେ ପୁରୁଷମାନେ ନିଜର ମୁହଁର ଯତ୍ନ କମ୍ ନେଇଥାନ୍ତି। ଯେଉଁଥିପାଇଁ ସେମାନଙ୍କ ମୁହଁର

ଦେଓମାଳି ଉପରେ ଆନ୍ଧ୍ରର ନଜର!

କୋରାପୁଟ: ଓଡ଼ିଶାରେ ବଢ଼ୁଛି ଆନ୍ଧ୍ରର ରାଜନୀତି । କୋଟିଆ ପରେ ଏବେ ଦେଓମାଳି ଉପରେ ପଡ଼ିଛି ଆନ୍ଧ୍ରର ନଜର । ଆନ୍ଧ୍ର ଅଧିକାରୀ ସଦଳବଳେ କୋଟିଆ ଗସ୍ତ କରିଥିବା ଜଣାପଡ଼ିଛି। ବିଜୟନଗରମ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ, ପାର୍ବତୀପୁରମ ପିଏ ଆଇଟିଡିଏ, ସାଲୁର ମଣ୍ଡଳର ଅଧିକାରୀମାନେ କୋଟିଆ

ସୋସିଆଲ ମିଡିଆରେ ଭାଇରାଲ ହେଉଛି ମୋଦି-ଯୋଗୀଙ୍କ ଫଟୋ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଯୋଗୀ ଆଦିତ୍ୟନାଥଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ଟ୍ୱିଟର ଆକାଉଣ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫଟୋ ସେୟାର କରିଛନ୍ତି ଯେଉଁଥିରେ