ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା-ପିଏମଜିକେଏୱାଇ ଅନ୍ତର୍ଗତ ଆସନ୍ତା ୮ ମାସ ପାଇଁ ଅତିରିକ୍ତ ଚାଉଳ ଆଂବଟନ କରିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ!-->…
