ଅଭିନେତା ମିହିରି ଦାସଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ
ଆଉ ନାହାନ୍ତି ବର୍ଷିଆନ ଅଭିନେତା ମିହିର ଦାସ । ୬୩ ବର୍ଷରେ ବୟସରେ ମିହିର ଦାସଙ୍କ ପରଲୋକ ହୋଇଛି । ପ୍ରାୟ ମାସେରୁ ଅଧିକ ସମୟ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତ କିଛି ଦିନ ହେବ ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ । କିଡନୀ ରୋଗରେ ଆକ୍ରାନ୍ତ ହେବା ପରେ!-->…
